Posted inଜାତୀୟ

ଭାରତରୁ ପାକିସ୍ତାନ ଯାଇଥିବା ଅଞ୍ଜୁ କଲେ ବିବାହ, ବଦଳାଇଲେ ନାଁ

ନୂଆଦିଲ୍ଲୀ,୨୫।୭: ଭାରତରୁ ପାକିସ୍ତାନରେ ପହଞ୍ଚିଥିବା ରାଜସ୍ଥାନ ଅଲଓ୍ବରର ମହିଳା ଅଞ୍ଜୁ ଦିରବାଲାର ନସରୁଲ୍ଲାଙ୍କୁ ବିବାହ କରିଛନ୍ତି। ଅଞ୍ଜୁ ଇସଲାମ ଧର୍ମ ଗ୍ରହଣ କରି ନୂତନ ଇସଲାମ ନାମ ଫତିମା ରଖିଛନ୍ତି। ଅଞ୍ଜୁ ଏବଂ ନସରୁଲ୍ଲା ବିବାହ ଜିଲା ଡିୟର ଉପର କୋର୍ଟରେ ହୋଇଛି।

ରାଜସ୍ଥାନ ଅଲଓ୍ବରର ଜଣେ ୩୫ ବର୍ଷୀୟ ବିବାହିତା ମହିଳା ତାଙ୍କ ଫେସ୍‌ବୁକ୍‌ ବନ୍ଧୁଙ୍କୁ ଭେଟିବା ଲାଗି ପାକିସ୍ତାନ ଯାଇଥିଲେ। ଅଞ୍ଜୁ ନାମ୍ନୀ ଏହି ମହିଳା ଜୟପୁର ଯାଉଥିବା ତାଙ୍କ ସ୍ବାମୀ ଅରବିନ୍ଦ କୁମାରଙ୍କୁ କହି ୨୦ ତାରିଖରେ ଘରୁ ବାହାରିଥିଲେ। ତେବେ ସେ ପାକିସ୍ତାନ ଯାଇଥିବା କଥା ରବିବାର ଅରବିନ୍ଦ ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri