ବିସିସିଆଇ ପକ୍ଷରୁ ଐତିହାସିକ ନିଷ୍ପତ୍ତି: ପୁରୁଷ, ମହିଳା କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’

ନୂଆଦିଲ୍ଲୀ,୨୭।୧୦: ଭାରତରେ କ୍ରିକେଟ ବୋର୍ଡ(ବିସିସିଆଇ) ମହିଳା କ୍ରିକେଟ ଖେଳାଳିଙ୍କ ବିଷୟରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଣିକ ଭାରତୀୟ ମହିଳା ଏବଂ ପୁରୁଷ କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’ ଦିଆଯିବ। ବିସିସିଆଇ ସଚିବ ଜୟ ଶାହା ମ୍ୟାଚ ଫି ବିଷୟରେ ଜୟ ଶାହା ଟୁଇଟ୍‌ କରିଛନ୍ତି। ଏଥିରେ ସେ ମହିଳା ଖେଳାଳିଙ୍କ ମ୍ୟାଚ ଫି’ ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରିଛନ୍ତି। ଜୟ ଶାହା ତାଙ୍କ ଟୁଇଟ୍‌ରେ କହିଛନ୍ତି, ବିସିସିଆଇ ମହିଳା କ୍ରିକେଟରଙ୍କୁ ପୁରୁଷ କ୍ରିକେଟର୍‌ଙ୍କ ଭଳି ମ୍ୟାଚ ଫି’ ପ୍ରଦାନ କରାଯିବ। ଟେଷ୍ଟ (୧୫ ଲକ୍ଷ ଟଙ୍କା), ଦିନିକିଆ (୬ ଲକ୍ଷ ଟଙ୍କା), ଟି-୨୦ (୩ ଲକ୍ଷ ଟଙ୍କା)। ସମାନ ଦରମା ଆମର ମହିଳା କ୍ରିକେଟରଙ୍କ ପ୍ରତି ମୋର ପ୍ରତିବଦ୍ଧତା ଏବଂ ମୁଁ ଆପେକ୍ସ କାଉନସିଲକୁ ଧନ୍ୟବାଦ ଦେଉଛି। ଜୟ ହିନ୍ଦ।
ଏହାପୂର୍ବରୁ ଏହି ନିୟମ ନ୍ୟୁଜିଲାଣ୍ଡରେ କାର୍ଯ୍ୟକାରୀ ହୋଇଛି। ନ୍ୟୁଜିଲାଣ୍ଡର ମହିଳା ଜାତୀୟ ଦଳ ଏବଂ ଘରୋଇ ମହିଳା ଖେଳାଳିମାନେ ପୁରୁଷଙ୍କ ଭଳି ସମାନ ମ୍ୟାଚ ଫି’ ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri