ବିସିସିଆଇ ପକ୍ଷରୁ ଐତିହାସିକ ନିଷ୍ପତ୍ତି: ପୁରୁଷ, ମହିଳା କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’

ନୂଆଦିଲ୍ଲୀ,୨୭।୧୦: ଭାରତରେ କ୍ରିକେଟ ବୋର୍ଡ(ବିସିସିଆଇ) ମହିଳା କ୍ରିକେଟ ଖେଳାଳିଙ୍କ ବିଷୟରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଣିକ ଭାରତୀୟ ମହିଳା ଏବଂ ପୁରୁଷ କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’ ଦିଆଯିବ। ବିସିସିଆଇ ସଚିବ ଜୟ ଶାହା ମ୍ୟାଚ ଫି ବିଷୟରେ ଜୟ ଶାହା ଟୁଇଟ୍‌ କରିଛନ୍ତି। ଏଥିରେ ସେ ମହିଳା ଖେଳାଳିଙ୍କ ମ୍ୟାଚ ଫି’ ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରିଛନ୍ତି। ଜୟ ଶାହା ତାଙ୍କ ଟୁଇଟ୍‌ରେ କହିଛନ୍ତି, ବିସିସିଆଇ ମହିଳା କ୍ରିକେଟରଙ୍କୁ ପୁରୁଷ କ୍ରିକେଟର୍‌ଙ୍କ ଭଳି ମ୍ୟାଚ ଫି’ ପ୍ରଦାନ କରାଯିବ। ଟେଷ୍ଟ (୧୫ ଲକ୍ଷ ଟଙ୍କା), ଦିନିକିଆ (୬ ଲକ୍ଷ ଟଙ୍କା), ଟି-୨୦ (୩ ଲକ୍ଷ ଟଙ୍କା)। ସମାନ ଦରମା ଆମର ମହିଳା କ୍ରିକେଟରଙ୍କ ପ୍ରତି ମୋର ପ୍ରତିବଦ୍ଧତା ଏବଂ ମୁଁ ଆପେକ୍ସ କାଉନସିଲକୁ ଧନ୍ୟବାଦ ଦେଉଛି। ଜୟ ହିନ୍ଦ।
ଏହାପୂର୍ବରୁ ଏହି ନିୟମ ନ୍ୟୁଜିଲାଣ୍ଡରେ କାର୍ଯ୍ୟକାରୀ ହୋଇଛି। ନ୍ୟୁଜିଲାଣ୍ଡର ମହିଳା ଜାତୀୟ ଦଳ ଏବଂ ଘରୋଇ ମହିଳା ଖେଳାଳିମାନେ ପୁରୁଷଙ୍କ ଭଳି ସମାନ ମ୍ୟାଚ ଫି’ ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri