Posted inଖେଳ

ଏହି କାରଣ ଦର୍ଶାଇ ଇସ୍ତଫା ଦେଲେ ମହିଳା ହକି ଦଳର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୧ା୧୨: ଭାରତୀୟ ମହିଳା ହକି ଦଳର ମୁଖ୍ୟ କୋଚ୍‌ ହରେନ୍ଦ୍ର ସିଂ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଏହି ନିଷ୍ପତ୍ତି ପଛରେ ସେ ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି।

ମିଳିଥିବା ସୂଚନା ମୁତାବକ, ହରେନ୍ଦ୍ର ତାଙ୍କ ଇସ୍ତଫା ପତ୍ର ହକି ଇଣ୍ଡିଆ (ଏଚ୍‌ଆଇ)କୁ ମେଲ କରିଛନ୍ତି। ତାଙ୍କ ପୂର୍ବରୁ ମୁଖ୍ୟ କୋଚ୍‌ ଦାୟିତ୍ୱରେ ଥିବା ନେଦରଲାଣ୍ଡ୍ସର ଜୋଏର୍ଡ ମାରିଜନେଙ୍କୁ ପୁନଃ ନିଯୁକ୍ତ କରାଯାଇପାରେ। ମାରିଜନେଙ୍କ ମାର୍ଗଦର୍ଶନରେ ଭାରତୀୟ ମହିଳା ହକି ଦଳ ୨୦୨୧ରେ ଅନୁଷ୍ଠିତ ଟୋକିଓ ଅଲିମ୍ପିକ୍ସରେ ଚତୁର୍ଥ ସ୍ଥାନରେ ଅଭିଯାନ ଶେଷ କରିଥିଲା।

ସେ ୨୦୨୧ ଅଗଷ୍ଟରେ ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା ଦେଇଥିଲେ। ଅନ୍ୟପକ୍ଷରେ ପୂର୍ବରୁ ଆମେରିକା ପୁରୁଷ ହକି ଦଳର କୋଚ୍‌ ଭାବେ କାର୍ଯ୍ୟ କରିଥିବା ହରେନ୍ଦ୍ର ୨୦୨୪ ଏପ୍ରିଲରେ ଭାରତୀୟ ଦଳର ମୁଖ୍ୟ କୋଚ୍‌ କାର୍ଯ୍ୟ ଭାର ସମ୍ଭାଳିଥିଲେ। ଏଥିପୂର୍ବରୁ ସେ ଭାରତୀୟ ଜୁନିୟର ପୁରୁଷ ଦଳର କୋଚ୍‌ ଥିଲେ। ତାଙ୍କ କାର୍ଯ୍ୟକାଳରେ ଭାରତୀୟ ଦଳ ୨୦୧୬ରେ ଜୁନିୟର ହକି ବିଶ୍ୱକପ୍‌ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri