Posted inଖେଳ

ପ୍ୟାରିସ ଅଲମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ଫେଲ୍ ମାରିଲା ଭାରତୀୟ ମହିଳା ହକି ଦଳ

ରାଞ୍ଚି,୧୯ା୧: ପ୍ୟାରିସ ଅଲିମ୍ପିକ ୨୦୨୪କୁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି ଭାରତୀୟ ମହିଳା ହକି ଦଳ। ଶୁକ୍ରବାର ରାଞ୍ଚିରେ ଏଫଆଇଏଚ ଅଲମ୍ପିକ ଯୋଗ୍ୟତା ପର୍ଯ୍ୟାୟରେ ଜାପାନ ଠାରୁ ୦-୧ ଗୋଲରେ ପରାସ୍ତ ହେବା ପରେ ଆଗାମୀ ପ୍ୟାରିସ ଅଲମ୍ପିକରୁ ବାଦ ପଡ଼ିଛି।

ପ୍ରଥମ କ୍ୱାର୍ଟରରେ ଜାପାନ ପାଇଁ କାନା ଉରାଟା ଏକ ପେନାଲ୍ଟି କର୍ଣ୍ଣରରୁ ଗୋଲ ସ୍କୋର କରିଥିଲେ ​​ଏବଂ ମ୍ୟାଚ୍ ଶେଷ ପର୍ଯ୍ୟନ୍ତ ଜାପାନ ଅଗ୍ରଣୀ ନିଜ ସହିତ ରଖିଥିଲା। ଯେତେବେଳେ କି ଭାରତୀୟ ଟିମ୍ କୌଣସି ଗୋଲ କରିବାରେ ବିଫଳ ହୋଇଥିଲେ।

ଗୁରୁବାର ଜର୍ମାନୀଠାରୁ ସୁଟଆଉଟରେ ୩-୪-ଗୋଲରେ ପରାସ୍ତ ହେବା ପରେ ଭାରତ ଜାପାନ ବିପକ୍ଷ ମ୍ୟାଚ୍ ଜିତିବା ଛଡା ଅନ୍ୟ କୌଣସି ବିକଳ୍ପ ନଥିଲା। ୨୦୨୧ରେ ଟୋକିଓ ଅଲମ୍ପିକରେ ଐତିହାସିକ ଚତୁର୍ଥ ସ୍ଥାନରେ ରହିଥିଲା। ତେବେ ଆଗାମୀ ପ୍ୟାରିସ ଅଲମ୍ପିକ ପାଇଁ ଟିକେଟ ବୁକ୍ କରିବାରେ ବିଫଳ ହେବା ଭାରତୀୟ ଟିମ୍ ପାଇଁ ଏକ ବଡ଼ ଝଟକା ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏବେ ଆରସିବିର ମାଲିକ କିଏ ଜାଣନ୍ତି: ବିଜୟ ମାଲ୍ୟା ନା ଆଉ କିଏ

ନୂଆଦିଲ୍ଲୀ,୯।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୦୮ରେ ଆରମ୍ଭ ହୋଇଥିଲା। ୧୭ ବର୍ଷ ପରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ(ଆରସିବି) ସବୁଠାରୁ ଲୋକପ୍ରିୟ ଫ୍ରାଞ୍ଚାଇଜ ହୋଇପାରିଛି। ଆରସିବି ଦଳ...

୨୦ କୋଟି ଅଫର୍‌ ଦେଲେ ବି ଆଇପିଏଲ୍‌ ଖେଳିବେ ନାହିଁ ବାବର, କାରଣ ବି କହିଲେ…

ଇସଲାମାବାଦ,୯।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)କୁ ନେଇ ସାରା ବିଶ୍ୱରେ କ୍ରେଜ୍‌ ଅଧିକ ରହିଛି। ଏହା ଏଭଳି ଏକ ଟୁର୍ନାମେଣ୍ଟ ଯେଉଁଠି ରାତାରାତି ଯେକୌଣସି ଖେଳାଳିର ଭାଗ୍ୟ...

ରୋଚକ ହେଉଛି ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌: ଜାଣନ୍ତୁ କେଉଁ ଦଳ ଅଛନ୍ତି ପ୍ରମୁଖ ଦାବିଦାର

ନୂଆଦିଲ୍ଲୀ,୯।୫: ଆଇପିଏଲ ୨୦୨୪ର ୫୭ଟି ମ୍ୟାଚ ଖେଳାଯାଇଛି। ହାଇଦ୍ରାବାଦ ଲକ୍ଷ୍ନୌର ପ୍ଲେ ଅଫରେ ପହଞ୍ଚିବାର ଆଶା ଶେଷ କରିଛି। ତେବେ ଏପର୍ଯ୍ୟନ୍ତ କୌଣସି ଦଳ ପ୍ଲେ...

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ିବେ ରୋହିତ! ଅକରମ୍‌ କହିଲେ-କେଉଁ ଟିମ୍‌କୁ ଯିବେ ହିଟ୍‌ମ୍ୟାନ୍‌

ନୂଆଦିଲ୍ଲୀ,୯।୫: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ ପ୍ଲେ ଅଫ୍‌ ଦୌଡ଼ରୁ ବାଦ୍‌ ପଡ଼ିଛି। ୧୨ ମ୍ୟାଚ୍‌ରେ ୪ ବିଜୟ ସହ ଏମ୍‌ଆଇ ୮ ଅଙ୍କ...

ତୁମ ସମୟ ଆସିବାକୁ ଯାଉଛି… ନିଜ ଶିଷ୍ୟଙ୍କ ପ୍ରଶଂସାରେ ଶତମୁଖ ହେଲେ ସିକ୍ସର କିଙ୍ଗ୍‌

ନୂଆଦିଲ୍ଲୀ,୯।୫: ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ୧୬୭ ରନ୍‌ର ବିଜୟ ଲକ୍ଷ୍ୟ କେବଳ ୫୮ ବଲ୍‌ରେ ହାସଲ କରିନେଇଥିଲା। ଏହି ମୁକାବିଲାରେ ହାଇଦ୍ରାବାଦର ଓପନିଂ...

କେ.ଏଲ ରାହୁଲଙ୍କ ଉପରେ ରାଗି ଉଠିଲେ LSG ମାଲିକ, ଭିଡିଓ ହେଲା ଭାଇରାଲ

ନୂଆଦିଲ୍ଲୀ,୯।୫: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ ମଧ୍ୟରେ ମ୍ୟାଚ ପରେ ଏକ ବିବାଦ ସାମ୍ନାକୁ ଆସିଛି ଯାହା କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

କୋହଲି ନୁହେଁ, ଏହି ୨ ବ୍ୟାଟ୍‌ସମ୍ୟାନ୍‌ ଅରେଞ୍ଜ୍‌ କ୍ୟାପ୍‌ ଜିତିବାର ପ୍ରମୁଖ ଦାବିଦାର

ନୂଆଦିଲ୍ଲୀ,୯।୫: ଇଣ୍ଡିଆନ ପ୍ରିମିୟର ଲିଗର ଚଳିତ ସିଜିନ୍‌ ଏହାର ଶେଷ ପର୍ଯ୍ୟାୟରେ ପ୍ରବେଶ କରିଛି। ଆଗାମୀ ୨ ସପ୍ତାହରୁ କମ ସମୟ ମଧ୍ୟରେ, ଆଇପିଏଲ ୨୦୨୪ର...

ମାତ୍ର ୧୨ ରନ୍‌ରେ ଅଲଆଉଟ୍‌ ହେଲା ଏହି ଟିମ୍‌: ୭ ବ୍ୟାଟ୍ସମ୍ୟାନ୍‌ ‘ଶୂନ’ରେ ଆଉଟ୍‌

ନୂଆଦିଲ୍ଲୀ,୯।୫: ଆଜିକାଲି ଆଇପିଏଲ ୨୦୨୪ରେ ବିଭିନ୍ନ ବଡ଼ ସ୍କୋର କରୁଛନ୍ତି, କିନ୍ତୁ ବର୍ତ୍ତମାନ ଅନ୍ତର୍ଜାତୀୟ କ୍ରିକେଟ ରେ ଗୋଟିଏ ଦଳ ମାତ୍ର ୧୨ ରନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri