Posted inଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଦଳ ଘୋଷଣା

ନୂଆଦିଲ୍ଲୀ,୨୮।୧୨: ବିସିସିଆଇ ବୁଧବାର ମହିଳା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଘୋଷଣା କରିଛି। ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଦଳର ଉପ-ଅଧିନାୟକ ଭାବରେ ସ୍ମୃତି ମନ୍ଧନା ନିଯୁକ୍ତ ହୋଇଛନ୍ତି। ଫେବୃଆରୀ ୧୦ରୁ ଦକ୍ଷିଣ ଆଫ୍ରିକାରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଏହା ସହିତ ଜାନୁଆରୀରେ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବାକୁ ଥିବା ଟ୍ରାଏ-ସିରିଜ ପାଇଁ ମଧ୍ୟ ଦଳ ଘୋଷଣା କରାଯାଇଛି।
ଟି-୨୦ ବିଶ୍ୱକପରେ ଭାରତୀୟ ଦଳ ଫେବୃଆରୀ ୧୨ରେ କେପଟାଉନରେ ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। ଗ୍ରୁପ-୨ରେ ଟିମ ଇଣ୍ଡିଆ ସହିତ ଇଂଲଣ୍ଡ, ୱେଷ୍ଟଇଣ୍ଡିଜ, ପାକିସ୍ଥାନ ଏବଂ ଆୟର୍ଲାଣ୍ଡ ରହିଛି। ଗ୍ରୁପ୍‌ର ଶ୍ରେଷ୍ଠ ଦୁଇ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଟୁର୍ଣ୍ଣାମେଣ୍ଟର ଅନ୍ତିମ ମ୍ୟାଚ ଫେବୃଆରୀ ୧୬ରେ କେପଟାଉନରେ ଖେଳାଯିବ।
ଆଇସିସି ମହିଳା ଟି-୨୦ ବିଶ୍ୱକପ ପାଇଁ ଭାରତ ଦଳ
ହରମାନପ୍ରୀତ କୌର (କ୍ୟାପଟେନ), ସ୍ମୃତି ମନ୍ଧନା (ଉପ-କ୍ୟାପଟେନ), ଶେଫାଳୀ ବର୍ମା, ଯସ୍ତିକା ଭାଟିଆ (ଉଇକେଟ କିପର), ରିଚା ଘୋଷ (ଉଇକେଟ କିପର), ଜେମିମା ରୋଡ୍ରିଗୁସ, ହାର୍ଲିନ ଦେଓଲ, ଦୀପ୍ତି ଶର୍ମା, ଦେବିକା ବୌଦୟା, ରାଧା ଯାଦବ, ରେଣୁକା ଠାକୁର , ଅଞ୍ଜଳି ସରୱାନୀ, ପୂଜା ଭାଷ୍ଟ୍ରକର, ରାଜେଶ୍ୱରୀ ଗାଇକ୍ୱାଡ, ଶିଖା ପାଣ୍ଡେ।

ରିଜର୍ଭ ଖେଳାଳି: ସାବିନେନି ମେଘନା, ସ୍ନେହ ରାଣା, ମେଘନା ସିଂ।

ପୂଜା ଭାଷ୍ଟ୍ରକରଙ୍କୁ ବିଶ୍ୱକପ ଦଳରେ ସ୍ଥାନ ଦିଆଯାଇଛି କିନ୍ତୁ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ତାଙ୍କ ଫିଟନେସ ପ୍ରମାଣ କରିବାକୁ ପଡ଼ିବ। ଯଦି ପୂଜା ତାଙ୍କ ଫିଟନେସ ପ୍ରମାଣ କରିବାକୁ ଅସମର୍ଥ, ତେବେ ମେଘନା ସିଂଙ୍କୁ ତାଙ୍କ ସ୍ଥାନରେ ସୁଯୋଗ ଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri