ଇନ୍ଦୋର, ୨୧ା୬(ପି.ଟି.): ୧୭ ବର୍ଷରୁ କମ୍ ଏଏଫ୍ସି ଏସିଆନ୍ କ୍ୱାଲିଫାୟରର ଦ୍ୱିତୀୟ ରାଉଣ୍ଡ ପାଇଁ ଭାରତୀୟ ଦଳ ଏହାର ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ଜୁଲାଇ ୭ ତାରିଖରୁ ଭାରତୀୟ ଦଳ ଇନ୍ଦୋରରେ ଏହାର ଅଭ୍ୟାସ କ୍ୟାମ୍ପ ଆରମ୍ଭ କରିବ। ସେପ୍ଟେମ୍ବରରୁ ଏହି ଯୋଗ୍ୟତା ପର୍ଯ୍ୟାୟ ଅନୁଷ୍ଠିତ ହେବ। ପ୍ରିୟା ପିଭିଙ୍କ ପ୍ରଶିକ୍ଷଣରେ ଖେଳୁଥିବା ଭାରତୀୟ ଦଳ କିର୍ଗିଜସ୍ତାନରେ ଖେଳାଯାଇଥିବା ପ୍ରଥମ ଚରଣ ଯୋଗ୍ୟତା ପର୍ଯ୍ୟାୟରେ ଗ୍ରୁପ୍ ଟପ୍ପର ରହିଥିଲା। ସେପ୍ଟେମ୍ବର ମାସ ପାଇଁ ଭେନ୍ୟୁ ସ୍ଥିର ହୋଇ ନ ଥିଲେ ହେଁ ଭାରତ, କୋରିଆ, ଇରାନ ଓ ଥାଇଲାଣ୍ଡ ଗୋଟିଏ ଗ୍ରୁପ୍ରେ ସ୍ଥାନ ପାଇଛନ୍ତି।
ଭାରତୀୟ ଦଳ: ଅନିଶା ଓରାଓଁ, ଖୁସି କୁମାରୀ, ଖମ୍ବି ଚାନୁ ସାରଙ୍ଗଥେମ୍,ଲିନ୍ଥୋଇଙ୍ଗାମ୍ବି ଚାନୁ ଥୋନଗ୍ରାମ, ଶ୍ରେୟା ଶର୍ମା, ଖୁସି, ହିନା ଖାତୁନ୍, ବିକଶିତ ବାରା, ଥୋଇବିସାନା ଚାନୁ ଟୋଇଯାମ, ଅଖିଳା ରଞ୍ଜନ, ଥୋଇ ଦେବୀ ୟେଣ୍ଡ୍ରେମବାମ୍, ଆର୍ଯ୍ୟା ଅନିଲ କୁମାର, ସୋନିବା ଦେବୀ ଇରୋମ, ଲଳିତା ବୋୟପାୟୀ, ମେନକା ଦେବୀ ଲୌରେମମ୍ବାମ, ଜୁହି ସିଂ, ବବିତା କୁମାରୀ, ଶ୍ୱେତା ରାଣୀ, ଶିଲଜୀ ଶାଜୀ, ଶିବାନୀ ଟପ୍ପୋ, ଶିବାନୀ ଦେବୀ ନୋଙ୍ଗମେଇକାପମ, ସିଣ୍ଡି ରେମ୍ରୁଆଟପୁଲ, କଲ୍ନି, ରେମି ଥୋକଚମ୍, ପୂଜା, କାଜଲ କୁମାରୀ, ସୁଲଞ୍ଜନା ରାଉଳ, ନିଶିମା କୁମାରୀ, ଶୌଲିନା ଡାଙ୍ଗ, ସର୍ଜିଦା ଖାତୁନ, ମୋନୀଷା ସିଂ, ପ୍ରିୟା ଛେତ୍ରୀ, ଅନୀତା ଡୁଙ୍ଗଡୁଙ୍ଗ ଓ ଖୁସବୁ କାଶୀରାମ ସରୋଜ।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


