ଇନ୍ଦୋର, ୨୧ା୬(ପି.ଟି.): ୧୭ ବର୍ଷରୁ କମ୍ ଏଏଫ୍ସି ଏସିଆନ୍ କ୍ୱାଲିଫାୟରର ଦ୍ୱିତୀୟ ରାଉଣ୍ଡ ପାଇଁ ଭାରତୀୟ ଦଳ ଏହାର ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ଜୁଲାଇ ୭ ତାରିଖରୁ ଭାରତୀୟ ଦଳ ଇନ୍ଦୋରରେ ଏହାର ଅଭ୍ୟାସ କ୍ୟାମ୍ପ ଆରମ୍ଭ କରିବ। ସେପ୍ଟେମ୍ବରରୁ ଏହି ଯୋଗ୍ୟତା ପର୍ଯ୍ୟାୟ ଅନୁଷ୍ଠିତ ହେବ। ପ୍ରିୟା ପିଭିଙ୍କ ପ୍ରଶିକ୍ଷଣରେ ଖେଳୁଥିବା ଭାରତୀୟ ଦଳ କିର୍ଗିଜସ୍ତାନରେ ଖେଳାଯାଇଥିବା ପ୍ରଥମ ଚରଣ ଯୋଗ୍ୟତା ପର୍ଯ୍ୟାୟରେ ଗ୍ରୁପ୍ ଟପ୍ପର ରହିଥିଲା। ସେପ୍ଟେମ୍ବର ମାସ ପାଇଁ ଭେନ୍ୟୁ ସ୍ଥିର ହୋଇ ନ ଥିଲେ ହେଁ ଭାରତ, କୋରିଆ, ଇରାନ ଓ ଥାଇଲାଣ୍ଡ ଗୋଟିଏ ଗ୍ରୁପ୍ରେ ସ୍ଥାନ ପାଇଛନ୍ତି।
ଭାରତୀୟ ଦଳ: ଅନିଶା ଓରାଓଁ, ଖୁସି କୁମାରୀ, ଖମ୍ବି ଚାନୁ ସାରଙ୍ଗଥେମ୍,ଲିନ୍ଥୋଇଙ୍ଗାମ୍ବି ଚାନୁ ଥୋନଗ୍ରାମ, ଶ୍ରେୟା ଶର୍ମା, ଖୁସି, ହିନା ଖାତୁନ୍, ବିକଶିତ ବାରା, ଥୋଇବିସାନା ଚାନୁ ଟୋଇଯାମ, ଅଖିଳା ରଞ୍ଜନ, ଥୋଇ ଦେବୀ ୟେଣ୍ଡ୍ରେମବାମ୍, ଆର୍ଯ୍ୟା ଅନିଲ କୁମାର, ସୋନିବା ଦେବୀ ଇରୋମ, ଲଳିତା ବୋୟପାୟୀ, ମେନକା ଦେବୀ ଲୌରେମମ୍ବାମ, ଜୁହି ସିଂ, ବବିତା କୁମାରୀ, ଶ୍ୱେତା ରାଣୀ, ଶିଲଜୀ ଶାଜୀ, ଶିବାନୀ ଟପ୍ପୋ, ଶିବାନୀ ଦେବୀ ନୋଙ୍ଗମେଇକାପମ, ସିଣ୍ଡି ରେମ୍ରୁଆଟପୁଲ, କଲ୍ନି, ରେମି ଥୋକଚମ୍, ପୂଜା, କାଜଲ କୁମାରୀ, ସୁଲଞ୍ଜନା ରାଉଳ, ନିଶିମା କୁମାରୀ, ଶୌଲିନା ଡାଙ୍ଗ, ସର୍ଜିଦା ଖାତୁନ, ମୋନୀଷା ସିଂ, ପ୍ରିୟା ଛେତ୍ରୀ, ଅନୀତା ଡୁଙ୍ଗଡୁଙ୍ଗ ଓ ଖୁସବୁ କାଶୀରାମ ସରୋଜ।
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ
କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…
ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ
କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…
Archives

