Posted inଖେଳ

ଭାରତୀୟ ମହିଳା ଦଳ ରନରଅପ୍‌

ଭୁବନେଶ୍ୱର, ୨।୧୦(ତପନ ସ୍ବାଇଁ): ଚାଇନିଜ୍‌ ତାଇପେରେ ରବିବାର ଶେଷ ହୋଇଥିବା ୧୮ ବର୍ଷରୁ କମ ଏସିଆ ରଗ୍‌ବୀ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତ ଓ ଚାଇନିଜ୍‌ ତାଇପେ ମଧ୍ୟରେ ଫାଇନାଲ ହୋଇଥିଲା। ଏଥିରେ ଭାରତୀୟ ଦଳ ଭଲ ପ୍ରଦର୍ଶନ କରିଥିଲେ ହେଁ ୭-୧୦ ସ୍କୋରରେ ହାରି ଯାଇଥିଲା। ଭାରତୀୟ ଦଳ ଲିଗ୍‌ ପର୍ଯ୍ୟାୟରେ ୟୁଏଇ ଦଳକୁ ୧୦-୫, ଚାଇନିଜ୍‌ ତାଇପେକୁ ୫୨-୫ ଏବଂ ଥାଇଲାଣ୍ଡକୁ ୨୨-୧୯ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା।

ଏହି ଭାରତୀୟ ଦଳରେ କିସ୍‌ର ଦୁଇ ଛାତ୍ରୀ ରିତୁ ମାଝୀ ଓ ମାମାଲି ସିଂ ପ୍ରତିନିଧିତ୍ୱ କରିଥିଲେ। ପ୍ରତିଯୋଗିତାରେ ଭାରତୀୟ ପୁରୁଷ ଦଳ ଚତୁର୍ଥ ସ୍ଥାନ ଅଧିକାର କରିଥିଲା। ଏଥିରେ ମଧ୍ୟ କିସ୍‌ର ଦୁଇ ଜଣ ଛାତ୍ର ଧର୍ମାନନ୍ଦ ବିଶ୍ୱାଳ ଓ ଚରଣ ହେମ୍ବ୍ରମ ପ୍ରତିନିଧିତ୍ୱ କରିଥିଲେ। ଭାରତୀୟ ଦଳକୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri