Posted inଖେଳ

ଲୋ ସ୍କୋରିଂ ମ୍ୟାଚ୍‌ ସତ୍ତ୍ୱେ ଦ୍ୱିତୀୟ ଟି୨୦ ଜିତିଲା ଭାରତ

ମୀରପୁର, ୧୧ା୭: ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦ୍ୱିପାକ୍ଷିକ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିବା ସହିତ ସିରିଜ୍‌ ଉପରେ ଆଗୁଆ କବ୍‌ଜା କରି ନେଇଛି ଭାରତୀୟ ମହିଳା ଟିମ୍‌। ମୀରପୁରର ଶେର ଏ ବାଂଲା ଷ୍ଟାଡିୟମରେ ଖେଳାଯାଇଥିବା ଲୋ ସ୍କୋରିଂ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୮ ଉଇକେଟରେ ୯୫ ରନ୍‌ ସଂଗ୍ରହ କରିଥିଲା। ଜବାବରେ ଭାରତୀୟ ସ୍ପିନରଙ୍କ ଘାତକ ବୋଲିଂ ବଳରେ ବାଂଲାଦେଶ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୮୭ ରନ୍‌ କରିଥିଲା। ଫଳରେ ଭାରତ ୮ ରନ୍‌ରେ ମ୍ୟାଚକୁ ଜିତିବା ସହିତ ସିରିଜ୍‌ରେ ୨-୦ରେ ଆଗୁଆ ରହିଛି। ଭାରତ ପକ୍ଷରୁ ଶେଫାଳି ବର୍ମା ଓ ଦୀପ୍ତି ଶର୍ମା ଉଭୟ ବ୍ୟାଟ୍‌ ଓ ବଲ୍‌ ଜରିଆରେ ଚମତ୍କାର ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri