Posted inଖେଳ

ଡବ୍ଲୁଟିସି ଫାଇନାଲ ପାଇଁ ଭାରତୀୟ ଏକାଦଶ ଘୋଷଣା: ଏହିସବୁ ଖେଳାଳି ବାଦ୍‌ ପଡିଲେ

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଟିମ ଇଣ୍ଡିଆ ଏକାଦଶ ଘୋଷଣା କରିଛି। ଭାରତୀୟ ଦଳ ଦୁଇଟି ସ୍ପିନରଙ୍କ ସହ ସାଉଥମ୍ପଟନରେ ଅବତରଣ କରିବେ। ଉଭୟ ରବିନ୍ଦ୍ର ଜାଡେଜା ଏବଂ ଆର ଅଶ୍ୱିନଙ୍କୁ ଦଳରେ ସୁଯୋଗ ମିଳିଛି। ଅନ୍ୟପକ୍ଷରେ, ଇଂଲଣ୍ଡରେ କାଉଣ୍ଟି କ୍ରିକେଟ ଖେଳିଥିବା ଖେଳୁଥିବା ଏକାଦଶରେ ହନୁମା ବିହାରୀ ସ୍ଥାନ ପାଇ ନାହଁାନ୍ତି। ମହମ୍ମଦ ସିରାଜ ଫାଇନାଲ ପାଇଁ ଖେଳୁଥିବା ଏକାଦଶରେ ସ୍ଥାନ ପାଇ ନାହାଁନ୍ତି। ଇଶାନ୍ତ ଶର୍ମାଙ୍କୁ ଏକ ସୁଯୋଗ ଦିଆଯାଇଛି।
ଡବ୍ଲୁଟିସି ଫାଇନାଲ ପାଇଁ ଟିମ ଇଣ୍ଡିଆର ଏକାଦଶ: ରୋହିତ ଶର୍ମା, ଶୁଭମନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଅଜିଙ୍କେ ରାହାନେ, ରିଷଭ ପନ୍ତ, ରବିନ୍ଦ୍ର ଜାଡେଜା, ଆର ଅଶ୍ୱିନ, ଜସପ୍ରୀତ ବୁମରା, ମହମ୍ମଦ ଶାମି ଏବଂ ଇଶାନ୍ତ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri