୨୮ ଏପ୍ରିଲ୍‌ ଯାଏଁ ଭାରତୀୟଙ୍କୁ ନ୍ୟୁଜିଲାଣ୍ଡ ଯିବା ମନା

ଓ୍ବିଲିଂଣ୍ଟନ/ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣ ପୁଣି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ନ୍ୟୁଜିଲାଣ୍ଡ ପକ୍ଷରୁ ୧୧ ଏପ୍ରିଲ୍‌ରୁ ୨୮ ଏପ୍ରିଲ୍‌ ଯାଏଁ ନ୍ୟୁଜିଲାଣ୍ଡ ଯିବାକୁ ବାରଣ କରାଯାଇଛି। ୧୧ ଏପ୍ରିଲ୍‌ ଅପରାହ୍ନ ୪ଟାରୁ ନ୍ୟୁଜିଲାଣ୍ଡରେ ଏହି ନିୟମ ଲାଗୁ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନ ଘୋଷଣା କରିଛନ୍ତି। ଏହି କଟକଣା ପରବର୍ତ୍ତୀ ସମୟରେ ବଢ଼ାଯିବ କି ନାହିଁ ତାହାର ନିଷ୍ପତ୍ତି ପରେ ଗ୍ରହଣ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୁକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୁକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri