Posted inଜାତୀୟ

ନୂଆ ନିୟମ: ଏଣିକି ସହଜରେ ନେପାଳରେ ପଶି ପାରିବେ ନାହିଁ ଭାରତୀୟ

ନୂଆଦିଲ୍ଲୀ,୩୧ା୧୦: ଭାରତୀୟଙ୍କ ପାଇଁ ନେପାଳ ସରକାର ନୂଆ ନିୟମ ଲାଗୁ କରିଛନ୍ତି । ଏଣିକି ନେପାଳରେ ପ୍ରବେଶ ପାଇଁ ଭାରତୀୟ ନାଗରିକଙ୍କୁ ପରିଚୟ ପତ୍ର ଦେଖାଇବା ବାଧ୍ୟତାମୂଳକ କରିଛନ୍ତି ନେପାଳ ସରକାର।

ପୂର୍ବରୁ ଯେକୌଣସି ଭାରତୀୟ ବିନା କାଗଜପତ୍ରରେ ନେପାଳରେ ପ୍ରବେଶ କରିପାରୁଥିଲେ। କିନ୍ତୁ ରବିବାରଠାରୁ ନେପାଳରେ ପ୍ରବେଶ ପାଇଁ ପରିଚୟପତ୍ର ଦେଖାଇବା ବାଧ୍ୟତାମୂଳକ କରାଯାଇଛି।

ନେପାଳର ଗୃହମନ୍ତ୍ରୀ ବାଳକୃଷ୍ଣ ଖାଣ୍ଡ ଶନିବାର ଏହି ନିୟମ ଜାରି କରିଥିବା ବେଳେ ଏହା ରବିବାର ଠାରୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ନେପାଳର ସରକାରଙ୍କ ପକ୍ଷରୁ କୁହାଯାଇଛି, ସୀମାରେ କୌଣସି କଟକଣା ନ ଥିବାରୁ ଏହାର ପାଇଦା ଉଠାଇ ଭାରତୀୟଙ୍କ ବ୍ୟତୀତ ଅନ୍ୟ ଦେଶର ଲୋକ ମଧ୍ୟ ନେପାଳରେ ବେଶ୍‌ ସହଜରେ ପ୍ରବେଶ କରିପାରୁଛନ୍ତି । ତେଣୁ ଏହାକୁ ନେଇ ଚିନ୍ତା ବଢ଼ି ଯାଇଥିଲା । ଏଥିରେ ରୋକ ଲଗାଇଛନ୍ତି ସରକାର। ତେବେ ଏହା ପଛରେ ସୁରକ୍ଷା ସମ୍ବନ୍ଧୀୟ କାରଣ ରହିଥିବା ନେପାଳ ସରକାର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri