Posted inଜାତୀୟ

ମିନିଟ୍‌ ପିଛା ଅର୍ଡର ହେଉଛି ୧୧୫ ପ୍ଲେଟ୍‌ ବିରିୟାନୀ

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚଳିତ ବର୍ଷ ପ୍ରତି ମିନିଟ୍‌ରେ ୧୧୫ ପ୍ଲେଟ ବିରିୟାନୀ ଅର୍ଡର କରାଯାଉଛି। ମଙ୍ଗଳବାର ଏଭଳି ତଥ୍ୟ ରଖିଛି ଖାଦ୍ୟ ଡେଲିଭର କରୁଥିବା ପ୍ଲାଟଫର୍ମ ସୁଇଗି।

“୪.୨୫ ଲକ୍ଷ ୟୁଜର ସୁଇଗିରେ ପ୍ରଥମେ ଚିକେନ ବିରିୟାନୀ ମଗାଇଛନ୍ତି। ଏହି ଆପ୍‌ ଜରିଆରେ କେବଳ ସିଙ୍ଗେଡ଼ା ଅର୍ଡର କରିଥିବା ୟୁଜରଙ୍କ ସଂଖ୍ୟା ୫ ନିୟୁତ, ଯାହାକି ନ୍ୟୁଜିଲାଣ୍ଡର ଲୋକସଂଖ୍ୟା ସହ ସମାନ। ଗତବର୍ଷ ୨୦୨୦ରେ ମିନିଟ୍‌ ପିଛା ୯୦ ବିରିୟାନୀ ଅର୍ଡର ଆସୁଥିଲା। ଚଳିତ ବର୍ଷ ତାହା ୧୧୫ରେ ପହଞ୍ଚିଛି। ସିଙ୍ଗେଡ଼ା ଦେଶର ଫେଭରାଇଟ୍‌ ସ୍ନାକ ହୋଇଥିବା ବେଳେ ଏହା ପଛକୁ ୨.୧ ନିୟୁତ ଅର୍ଡର ସହ ଦ୍ୱିତୀୟ ସ୍ଥାନରେ ରହିଛି ପାଓ ଭାଜି। ସେହିଭଳି ମିଠା ଡେସର୍ଟ ତାଲିକାରେ ୨.୧ ନିୟୁତ ଅର୍ଡର ଗୁଲାବ ଜାମୁନ ଶୀର୍ଷରେ ରହିଛି। ଏହା ପଛକୁ ରହିଛି ରସମଲାଇ(୧.୨୭ ନିୟୁତ) ” ବୋଲି କମ୍ପାନୀ ପକ୍ଷରୁ ବିବୃତିରେ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri