Posted inଜାତୀୟ

ଆବୁଧାବିରୁ ୪ ବିମାନରେ ଫେରିଲେ ଭାରତୀୟ

ମୁମ୍ବାଇ,୩ା୩: ଇରାନ ଉପରେ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ସ୍ଥିତି ଗମ୍ଭୀର ହେବା ସହ ବିମାନ ଚଳାଚଳ ବନ୍ଦ ରଖାଯାଇଥିଲା। ୟୁଏଇ ସମେତ ସାଉଦି ଆରବ, କାତାର ଏବଂ କୁଏଟ୍‌ ଆଦି ଦେଶ ଉପରେ ଇରାନ ଆକ୍ରମଣ କରିବାରୁ ଏହିସବୁ ଦେଶରେ ରହିଥିବା ଅନେକ ହଜାର ଭାରତୀୟ ଆଶଙ୍କିତ ହୋଇପଡ଼ିଥିଲେ। ଦୁବାଇ, ଆବୁଧାବି ସମେତ ଅନ୍ୟ ବହୁ ସହରରେ ଭାରତୀୟମାନେ ସ୍ବଦେଶ ଫେରିବାକୁ ଲମ୍ବାଧାଡ଼ି ଲଗାଇଥିଲେ ହେଁ ସ୍ବଦେଶ ଫେରିବା ସମ୍ଭବ ହୋଇ ନଥିଲା। ତେବେ ସୋମବାର ୟୁଏଇ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବିମାନରେ ଭାରତୀୟମାନଙ୍କୁ ସ୍ବଦେଶ ପଠାଇବା କାର୍ଯ୍ୟ ଆରମ୍ଭ କରାଯାଇଛି। ଦୁବାଇ ଏବଂ ଆବୁଧାବିରୁ ଭାରତୀୟମାନଙ୍କୁ ନେଇ ୪ ବିମାନ ଦିଲ୍ଲୀ, ମୁମ୍ବାଇ, କୋଚି ଓ ବେଙ୍ଗାଲୁରୁରେ ପହଞ୍ଚିଛି। ମଙ୍ଗଳବାର ଇଣ୍ଡିଗୋର ୧୦ ବିମାନ ଭାରତୀୟମାନଙ୍କୁ ନେଇ ଜିଦାହରୁ ଭାରତର ବିଭିନ୍ନ ସହର ଅଭିମୁଖେ ଆସିବ ବୋଲି କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏବେ ହିଁ କରନ୍ତୁ ଗ୍ୟାସ୍‌ ବୁକିଂ, ନ ହେଲେ ଆଉ ୨୫ଦିନ ଯାଏ ମିଳିବନି!…

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ତାପ ଏବେ ଭାରତରେ ଅନୁଭୂତ ହେଉଛି। ତଥାପି, ଭାରତ ସରକାର LPG ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଘରୋଇ…

ରୋଷେଇ ଗ୍ୟାସକୁ ନେଇ ସରକାରଙ୍କ କଡ଼ା ଆକ୍ସନ, ସାଧାରଣ ଲୋକଙ୍କୁ ମିଳିବ…

ନୂଆଦିଲ୍ଲୀ,୧୦।୩: ଗତ କିଛି ଦିନ ଧରି କର୍ମସିଆଲ ଗ୍ୟାସ ସିଲିଣ୍ଡରର ଅଭାବକୁ ନେଇ ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକମାନଙ୍କ ମଧ୍ୟରେ ବଢୁଥିବା ଚିନ୍ତାର ଏବେ ଅନ୍ତ ହେବାକୁ…

ଅଟୋ ପଛରେ ପିଟିହେଲା ବାଇକ୍‌ , ଆଉ ତା’ପରେ..

ଖଜୁରିପଡ଼ା, ୧୦ା୩ ( ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ବାଉଁଶୁଣି ପୋଲରେ ମଙ୍ଗଳବାର ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗୁରୁତର ୩ଜଣ…

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୦।୩: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଥିବା ମନ୍ତ୍ରୀ କହିଛନ୍ତି।…

ଭୟଙ୍କର ହେଲା ଯୁଦ୍ଧ: ଏଣ୍ଟ୍ରି ମାରିଲା ଅଷ୍ଟ୍ରେଲିଆ, ବିଶ୍ୱରେ ଚହଳ…

ନୂଆଦିଲ୍‌ଲୀ,୧୦।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ୧୧ତମ ଦିନ, ଏବଂ ଏହି ୧୦ ଦିନରେ, ଇସ୍ରାଏଲ ଏବଂ ଇରାନ ସମେତ ପ୍ରାୟ ୧୫ଟି ଦେଶ ଭୟଙ୍କର କ୍ଷୟକ୍ଷତି ଦେଖିଛନ୍ତି।…

ଯୁଦ୍ଧ ଭିତରେ ବ୍ୟାକ୍‌ଫୁଟରେ ଆମେରିକା, ଇରାନ ଠୁ ହାରିଯିବା ଡରରେ…

ଓ଼୍ବାଶିଂଟନ,୧୦।୩: ଇରାନ ଉପରେ ଆକ୍ରମଣର ଦଶ ଦିନ ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ତାଙ୍କୁ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ପରାମର୍ଶଦାତାମାନେ କହିଛନ୍ତି…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଯୁଦ୍ଧକୁ ଡେଇଁଲା ପାକିସ୍ତାନର ବନ୍ଧୁରାଷ୍ଟ୍ର…

ନୂଆଦିଲ୍‌ଲୀ,୧୦।୩: ତୁର୍କୀ ଏବେ ଇରାନ ବିରୋଧରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ମଧ୍ୟପ୍ରାଚ୍ୟ ବିବାଦରେ ସକ୍ରିୟ ଭାବରେ ସାମିଲ ହେବାକୁ ନିଜର ଅଭିପ୍ରାୟ ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri