ମୋବାଇଲରେ ଦୈନିକ ୪.୮ ଘଣ୍ଟା ବିତାଉଛନ୍ତି ଭାରତୀୟ

ନୂଆଦିଲ୍ଲୀ,୧୫ା୧୧: ସ୍ମାର୍ଟଫୋନରେ ସବୁଠାରୁ ଅଧିକ ସମୟ ବିତାଉଥିବା କ୍ଷେତ୍ରରେ ଭାରତର ସ୍ଥାନ ୪ର୍ଥରେ ରହିଛି। ମୋବାଇଲ ଆପ୍‌ ଆନାଲିଷ୍ଟ କମ୍ପାନୀ ଏପ୍‌ ଏନି ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ, ଦୈନିକ ୫.୫ ଘଣ୍ଟା ସମୟ ସହ ତାଲିକାରେ ଇଣ୍ଡୋନେସିଆ ପ୍ରଥମ ସ୍ଥାନରେ ରହିଛି। ୫.୪ ଘଣ୍ଟା ସହ ବ୍ରାଜିଲ ୨ୟ, ୫ ଘଣ୍ଟା ସହ ଦକ୍ଷିଣ କୋରିଆ ତୃତୀୟ, ୪.୮ ଘଣ୍ଟା ସହ ଭାରତ ଚତୁର୍ଥ ଏବଂ ମେକ୍ସିକୋ ୫ମ ସ୍ଥାନରେ ରହିଛି। ସେହିଭଳି ଷଷ୍ଠରେ ଜାପାନ, ସପ୍ତମରେ କାନାଡା, ଅଷ୍ଟମରେ ରୁଷିଆ, ନବମରେ ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଦଶମରେ ତୁର୍କୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri