ମୋବାଇଲରେ ଦୈନିକ ୪.୮ ଘଣ୍ଟା ବିତାଉଛନ୍ତି ଭାରତୀୟ

ନୂଆଦିଲ୍ଲୀ,୧୫ା୧୧: ସ୍ମାର୍ଟଫୋନରେ ସବୁଠାରୁ ଅଧିକ ସମୟ ବିତାଉଥିବା କ୍ଷେତ୍ରରେ ଭାରତର ସ୍ଥାନ ୪ର୍ଥରେ ରହିଛି। ମୋବାଇଲ ଆପ୍‌ ଆନାଲିଷ୍ଟ କମ୍ପାନୀ ଏପ୍‌ ଏନି ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ, ଦୈନିକ ୫.୫ ଘଣ୍ଟା ସମୟ ସହ ତାଲିକାରେ ଇଣ୍ଡୋନେସିଆ ପ୍ରଥମ ସ୍ଥାନରେ ରହିଛି। ୫.୪ ଘଣ୍ଟା ସହ ବ୍ରାଜିଲ ୨ୟ, ୫ ଘଣ୍ଟା ସହ ଦକ୍ଷିଣ କୋରିଆ ତୃତୀୟ, ୪.୮ ଘଣ୍ଟା ସହ ଭାରତ ଚତୁର୍ଥ ଏବଂ ମେକ୍ସିକୋ ୫ମ ସ୍ଥାନରେ ରହିଛି। ସେହିଭଳି ଷଷ୍ଠରେ ଜାପାନ, ସପ୍ତମରେ କାନାଡା, ଅଷ୍ଟମରେ ରୁଷିଆ, ନବମରେ ଯୁକ୍ତରାଷ୍ଟ୍ର ଆମେରିକା ଏବଂ ଦଶମରେ ତୁର୍କୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମେମାନେ ମୋ ସହ ଅଛ, ମୁଁ ଜଣ ଜଣଙ୍କୁ ଦେଖିନେବି’

ରାଞ୍ଚି,୧୬।୧୧: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ଏକ କାର୍ଯ୍ୟକ୍ରମରେ ତାଙ୍କ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଝାଡଖଣ୍ଡ ଲୋକମାନଙ୍କୁ ସମ୍ବୋଧିତ କରି ସୋରେନ କହିଛନ୍ତି, ସେମାନେ...

୨୦୦୪ ରୁ ୨୦୧୪ ଘୋଟାଲାର ଦଶନ୍ଧି ଥିଲା: ମୋଦି

ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲୋକ ସଭାରେ ବିରୋଧୀ ଦଳ ଉପରେ ବର୍ଷିଛନ୍ତି। ସେ କଂଗ୍ରେସ ନେତୃତ୍ୱାଧୀନ ପୁରୁଣା ୟୁପିଏ ସରକାରର ଦିନଗୁଡିକୁ ମନେ...

କରୋନା ମୃତ୍ୟୁ ସଂଖ୍ୟା ଟପିଲା ୪୦ ହଜାର

ନୂଆଦିଲ୍ଲୀ, ୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୮ ଦିନ ଧରି ଦେଶରେ...

ପ୍ରତିବନ୍ଧକ ବିରୋଧରେ ଧାରଣାରେ ବସିବେ ମମତା

କୋଲକାତା, ୧୨ା୪- ନିର୍ବାଚନ ଆୟୋଗ (ଇସି) ଦ୍ୱାରା ଲଗାଯାଇଥିବା ପ୍ରତିବନ୍ଧକକୁ ଅଗଣତାନ୍ତ୍ରିକ ଓ ଅସାମ୍ବିଧାନିକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏହା ବିରୋଧରେ କୋଲକାତାସ୍ଥିତ...

ପ୍ରେମିକଙ୍କ ସହ ଫୋନ୍‌ରେ କଥା ହେଉଥିଲେ ଝିଅ, ବାପା ମନା କରିବାରୁ ଘଟାଇଲେ ଏମିତି କାଣ୍ଡ

ଭୋପାଳ,୧୭।୧: ମଧ୍ୟପ୍ରଦେଶର ବୈତୁଲରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ସହ କଥା ନ ହେବା ପାଇଁ ଝିଅକୁ ବାପା ମନା କରିବାରୁ ନାବାଳିକା...

ପୁରୋହିତ, ବରିଷ୍ଠ ସନ୍ଥଙ୍କ ପାଇଁ ଯୋଗୀଙ୍କ ନୂଆ ଯୋଜନା

ଲକ୍ଷ୍ନୌ,୨୧ ।୪: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୁରୋହିତ ଓ ବରିଷ୍ଠ ସନ୍ଥଙ୍କ ଲାଭକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ...

ବିଲେଇ ଖୋଜି ଆଣିଲେ ମିଳିବ ୧୦ ହଜାର ଟଙ୍କା

ପ୍ରୟାଗରାଜ,୧।୪: ପ୍ରାୟ ୭ ଦିନ ହେଲା ହଜିଯାଇଛି ପୋଷା ବିଲେଇ। ଏହାକୁ ଖୋଜି ଆଣିଦେଲେ ମିଳିବ ୧୦ ହଜାର ଟଙ୍କାର ପୁରସ୍କାର। ଉତ୍ତର ପ୍ରଦେଶର ପ୍ରୟାଗରାଜରୁ...

ଜଳସେଚନ ଦୁର୍ନୀତି: ଅଜିତ ପାଓ୍ବାରଙ୍କୁ ଏସିବିର କ୍ଲିନଚିଟ୍‌

ନାଗପୁର, ୨୧ା୧୨(ପି.ଟି.): ବହୁକୋଟି ଟଙ୍କାର ଜଳସେଚନ ଦୁର୍ନୀତି ମାମଲାରେ ମହାରାଷ୍ଟ୍ରର ଦୁର୍ନୀତି ବିରୋଧୀ ଶାଖା(ଏସିବି) ପକ୍ଷରୁ ଏନ୍‌ସିପିର ବରିଷ୍ଠ ନେତା ଅଜିତ ପାଓ୍ବାରଙ୍କୁ କ୍ଲିନଚିଟ୍‌ ଦିଆଯାଇଛି।...

Advertisement
Archives

Model This Week