ୟୁକ୍ରେନ୍‌ରେ ଫସିଥିବା ଭାରତୀୟଙ୍କୁ ମିଳିଲା ଆଶ୍ୱସ୍ତି

କ୍ୱିଭ୍‌,୨୭।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧର ଆଜି ଚତୁର୍ଥ ଦିନ। ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ପାଇଁ ଆଉ ଏକ ଆଶ୍ୱସ୍ତିକର ଖବର ଆସିଛି। ୟୁକ୍ରେନ ରେଳ ବିଭାଗ କ୍ୱିଭରୁ ଜରୁରୀକାଳୀନ ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି। ଆହୁରି ମଧ୍ୟ, ପଶ୍ଚିମ ଅଞ୍ଚଳକୁ ଯିବାକୁ ପ୍ରବାସୀ ଭାରତୀୟଙ୍କୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ,ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌କୁ ଦଖଲ କରିବା ପାଇଁ ରୁଷିଆ ଆକ୍ରମଣକୁ ତୀବ୍ର କରିଛି। ରୁଷିଆ ଆକ୍ରମଣରେ ଏପର୍ଯ୍ୟନ୍ତ ଶହ ଶହ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଆମେରିକା, ୟୁରୋପୀୟ ସଂଘ ଏବଂ ବ୍ରିଟେନ ଦ୍ୱାରା ରୁଷିଆର ସେଣ୍ଟ୍ରାଲ ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଛି। ରୁଷିଆ ବିମାନଗୁଡ଼ିକ ପାଇଁ ଜର୍ମାନୀ ଏହାର ବାୟୁ ସ୍ଥାନକୁ ବନ୍ଦ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ମିନିଟ୍‌ରେ ଗୋଲ୍, ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ ହକି ସେମିଫାଇନାଲରେ ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ପରାସ୍ତ କରିଛି ଭାରତ । ଗୁରୁବାର (୧ ଅକ୍ଟୋବର) ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?