ଚଳିତ ବର୍ଷ ଭାରତୀୟଙ୍କ ଦରମାରେ ସର୍ବାଧିକ ବୃଦ୍ଧି ହେବ…

ନୂଆଦିଲ୍ଲୀ,୧୭।୧ : ନିକଟରେ ହୋଇଥିବା ଏକ ଆକଳନରୁ ଜଣାପଡିଛି ଯେ ଚଳିତ ବର୍ଷ ଭାରତରେ କର୍ମଚାରୀଙ୍କ ଦରମା ୯.୮ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ। ସମସ୍ତ ଏସୀୟ ଦେଶ ତୁଳନାରେ ଏହି ବୃଦ୍ଧି ଭାରତରେ ସର୍ବାଧିକ । ତଥାପି, ବଢୁଥିବା ମୁଦ୍ରାସ୍ଫୀତିକୁ ଏହା କମାଇବା ପାଇଁ କାମ କରିପାରିବ। କନ୍ସଲ୍ଟିଂ ଫାର୍ମ କୋର୍ନ ଫେରି ଗ୍ଲୋବାଲ ଏହାର ଦରମା ପୂର୍ବାନୁମାନ ସର୍ଭେରେ ଏହା ଉଲ୍ଲେଖ କରିଛି।

ଏହି ସର୍ଭେରେ କୁହାଯାଇଛି ଯେ ଭାରତୀୟ କର୍ମଚାରୀମାନଙ୍କର ଏସିଆରେ ସର୍ବାଧିକ ଦରମା ବୃଦ୍ଧି ହେବ। ଏଥି ସହିତ, ଉଚ୍ଚ ପ୍ରତିଭାବାନ କର୍ମଚାରୀଙ୍କ ଦରମା ୧୫ ରୁ ୩୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଗତ ବର୍ଷ ଦରମାରେ ୯.୪ ପ୍ରତିଶତ ବୃଦ୍ଧି ପରେ ୨୦୨୩ ମସିହାରେ ଦକ୍ଷିଣ ଏସୀୟ ଦେଶରେ ହାରାହାରି ଦରମା ୯.୮ ପ୍ରତିଶତ ବୃଦ୍ଧି ପାଇବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ହାଇ-ଟେକ ଶିଳ୍ପ, ଜୀବ ବିଜ୍ଞାନ ଏବଂ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ୧୦ପ୍ରତିଶତରୁ ଅଧିକ ଦରମା ବୃଦ୍ଧି ହୋଇପାରେ।

ବ୍ଲୁମବର୍ଗ ରିପୋର୍ଟରେ କୁହାଯାଇଛି ଯେ ଭାରତ ହେଉଛି ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତି ମଧ୍ୟରୁ ଅନ୍ୟତମ। ଏହା ଜନବହୁଳ ଦେଶ ମଧ୍ୟ।ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଭାରତର କର୍ମକ୍ଷେତ୍ରରେ ପ୍ରବେଶ କରନ୍ତି। ଶିକ୍ଷା କ୍ଷେତ୍ରରେ ଗ୍ୟାପ୍‌ ରୋଜଗାର ପାଇଁ ସଂଗ୍ରାମକୁ ଆହୁରି ତୀବ୍ର କରିଥାଏ। ତେବେ ଦେଶରେ ସାମଗ୍ରିକ ବେକାରୀ ହାର ଅଧିକ ରହିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri