ପାର୍ବଣରେ ୨.୫ ଲକ୍ଷ କୋଟି ଖର୍ଚ୍ଚ କରିବେ ଭାରତୀୟ

ନୂଆଦିଲ୍ଲୀ,୨୫।୯: ଗତ ୨ ବର୍ଷ ହେବ କୋଭିଡ୍‌ ମହାମାରୀ ପାଇଁ ପାର୍ବଣ ବଜାର ମାନ୍ଦା ପଡ଼ିଯାଇଥିଲା। ବିଶେଷକରି ୨୦୨୦ ଏବଂ ୨୦୨୧ରେ ପାର୍ବଣର ମଜା ଉଠାଇପାରି ନ ଥିଲେ। ଫଳରେ ଚଳିତ ବର୍ଷ ପାର୍ବଣରେ ଲୋକମାନେ କିଣାକିଣି ସାଙ୍ଗକୁ ପୂଜା ପାଳନର ପ୍ରସ୍ତୁତି କରିସାରିଲେଣି। କାରଣ ପୂର୍ବ ବର୍ଷ ପରି ଚଳିତ ବର୍ଷ ଭାରତରେ ମହାମାରୀ ପ୍ରକୋପ କମ୍‌ ରହିଛି। ତେଣୁ ଚଳିତବର୍ଷ ପାର୍ବଣରେ ଗ୍ରାହକମାନେ ଅଧିକ ମାତ୍ରାରେ କିଣାକିଣି କରିବେ ବୋଲି ଜଣାପଡ଼ିଛି। ଚଳିତ ପାର୍ବଣରେ ଭାରତୀୟ ଗ୍ରାହକଙ୍କ ଖର୍ଚ୍ଚ ପ୍ରାୟତଃ ୩୨ ବିଲିଅନ ଡଲାର ବା ପ୍ରାୟ ୨.୫ ଲକ୍ଷ କୋଟି ଟଙ୍କା ରହିବ ବୋଲି ଲୋକାଲ ସର୍କଲ୍ସ ପକ୍ଷରୁ କରାଯାଇଥିବା ସର୍ଭେରୁ ଜଣାପଡ଼ିଛି। ତେବେ କରୋନା ମହାମାରୀ ପୂର୍ବରୁ ୨୦୧୯ ପାର୍ବଣରେ ଭାରତୀୟ ଗ୍ରାହକମାନେ ୩୭ ବିଲିଅନ ଡଲାର ଖର୍ଚ୍ଚ କରିଥିଲେ ବୋଲି ସର୍ଭେରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ କଙ୍ଗନା ରାଣାଓ୍ବତ୍‌

ନୂଆଦିଲ୍ଲୀ,୧୩।୧୨-ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରବିବାର ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଭେଟିଛନ୍ତି। ନିଜର ଆଗାମୀ ଫିଲ୍ମ ତେଜସରେ କଙ୍ଗନା ଭାରତୀୟ ବାୟୁସେନାର ପାଇଲଟ ଭୂମିକାରେ...

ବିମାନ ଯାତ୍ରାବେଳେ ଏମ୍‌ପିଙ୍କ ଖାଦ୍ୟରୁ ବାହାରିଲା ଚୁଟି

ନୂଆଦିଲ୍ଲୀ,୨୨।୨: ବଙ୍ଗଳା ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ମିମି ଚକ୍ରବର୍ତ୍ତୀ ଏକ ବଡ଼ ଅଭିଯୋଗ କରିଛନ୍ତି। ବିମାନ ଯାତ୍ରାବେଳେ ତାଙ୍କୁ ପରଷା...

ପାଇକାରୀ ମୁଦ୍ରାସ୍ଫୀତି ୧.୩୨%

ନୂଆଦିଲ୍ଲୀ: ସେପ୍ଟେମ୍ବରରେ ପାଇକାରୀ ମୁଦ୍ରାସ୍ଫୀତି ୧.୩୨%କୁ ବୃଦ୍ଧି ଘଟିଛି। ଖାଦ୍ୟ ସାମଗ୍ରୀ ଦର ବଢିବା ଯୋଗୁ ଏଭଳି ସ୍ଥିତି ସାମ୍ନାକୁ ଆସିଛି। ଏହା ଗତ ବର୍ଷ...

ଦୀପାବଳିରେ ଏହି ମନ୍ଦିରରେ ପ୍ରସାଦ ରୂପେ ଦିଆଯାଏ ସୁନା ଅଳଙ୍କାର, ନଗଦ ଟଙ୍କା

ଭାରତରେ ଅନେକ ମନ୍ଦିର ରହିଛି। ସେଥି ମଧ୍ୟରୁ ମଧ୍ୟପ୍ରଦେଶର ରତ୍‌ଲାମ ସହରର ମନାକରେ ଅବସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଅନ୍ୟତମ। ସାଧାରଣତଃ ପ୍ରାୟ ସବୁ ମନ୍ଦିରରେ...

ପାକିସ୍ତାନର ଅମରନାଥ ଯାତ୍ରା ଆକ୍ରମଣ ଯୋଜନା ପଣ୍ଡ

ଶ୍ରୀନଗର:୨।୮: ଜମ୍ମୁ-କଶ୍ମୀର ଘାଟିରେ ପାକିସ୍ତାନ ସେନା ଓ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ନେଇ ଲାଗିରହିଥିବା ଅଶାନ୍ତ ପରିସ୍ଥିତିର ମୁକାବିଲା କରିବାକୁ ଯାଇ ଶୁକ୍ରବାର ଶ୍ରୀନଗରରେ ସେନା ଓ...

୩ ମାସର ଶିଶୁକନ୍ୟାକୁ ୫୧ ଥର ଚେଙ୍କ

ଭୋପାଳ,୨୭।୧: ୩ ମାସର ଶିଶୁକନ୍ୟାକୁ ୫୧ ଥର ଗରମ ରଡରେ ଚେଙ୍କ ଦିଆଯିବା ଘଟଣା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶର ଶହଡୋଲ ଜିଲାରେ ଏଭଳି ଅଭାବନୀୟ ଘଟଣା...

ଉପୁଜିପାରେ ମାନ୍ଦାବସ୍ଥା ସ୍ଥିତି

ନୂଆଦିଲ୍ଲୀ,୨୫।୫: କରୋନା ଭୂତାଣୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଗତିକୁ ରୋକି ଦେଇଛି। ଭୂତାଣୁ ନିୟନ୍ତ୍ରଣ କରିବା ଲାଗି ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ...

ଆରମ୍ଭ ହେଲା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ: ବ୍ୟବହାର ହେବନି ଲୁହା !

ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ସମ୍ବନ୍ଧୀୟ ଓ ଦେଖାରଖା ପାଇଁ ଗଠିତ ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସୂଚନାରୁ ଜଣାପଡିଛି କି...

Advertisement
Archives

Model This Week