ଭାରତରେ ବେକାବୁ କରୋନା: ଗତ ୨୪ ଘଣ୍ଟାରେ ୫୭ହଜାରରୁ ଉର୍ଦ୍ଧ୍ୱ ନୂଆ କେସ୍‌

ନୂଆଦିଲ୍ଲୀ,୧।୮: ସମସ୍ତ ଉଦ୍ୟମ ପରେ ବି ଭାରତରେ ପ୍ରତିଦିନ ନୂଆ ରେକର୍ଡ ଭାଙ୍ଗୁଛି କରୋନା। ଭାରତର ବିଭିନ୍ନ ସ୍ଥାନରେ କରୋନ ଭାଇରସ୍‌ ନିଜର ଆଧିପତ୍ୟ ଜାହିର କରିଥିବା ବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ଗତ ୨୪ ଘଣ୍ଟାରେ ସର୍ବଧିକ ୫୭,୧୧୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୬୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ପାଖାପାଖି ୧୭ଲକ୍ଷରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଦେଶରେ ଏପର୍ଯ୍ୟନ୍ତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୯୫,୯୯୮କୁ ବୃଦ୍ଧି ପାଇଛି। ସେଥମଧ୍ୟରୁ ୧୦,୯୪,୩୭୪ ଜଣ ସୁସ୍ଥ ହୋଇଥିବା ବେଳେ ୩୬,୫୧୧ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଜୁଲାଇ ମାସରେ କରୋନା ମାମଲା ଦ୍ରୁତଗତିରେ ବଢ଼ିଥିବା ନଜର ଆସିଛି। ଯାହା ଏବେ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଅନ୍ୟପଟେ ଭାରତରେ ଏଯାଏଁ୧.୯୩ କୋଟିରୁ ଉର୍ଦ୍ଧ୍ୱ କରୋନା ଟେଷ୍ଟ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri