ଟପ୍‌-୫୦୦ ଗ୍ଲୋବାଲ କମ୍ପାନୀ ମଧ୍ୟରେ ଭାରତର ୧୧

ମୁମ୍ବାଇ: ବିଶ୍ୱର ୫୦୦ ମୂଲ୍ୟବାନ୍‌ କମ୍ପାନୀ ମଧ୍ୟରେ ଭାରତର ୧୧ ଘରୋଇ କମ୍ପାନୀ ସ୍ଥାନିତ ହୋଇଛନ୍ତି। ତାଲିକାରେ ଭାରତ ୧୦ମ ସ୍ଥାନରେ ରହିଛି। ତାଲିକାରେ ରହିଥିବା ଏହି ୧୧ କମ୍ପାନୀ ୧୪% ଅଭିବୃଦ୍ଧି ହାସଲ କରିଛନ୍ତି,ଯାହା ଭାରତର ମୋଟ ଜିଡିପିର ପ୍ରାୟ ଏକତୃତୀୟାଂଶ ହେବ। କରୋନା ପ୍ରଭାବ ଯୋଗୁ କୌଣସି ରାଷ୍ଟ୍ରାୟତ୍ତ କମ୍ପାନୀ ଏହି ତାଲିକାରେ ସ୍ଥାନିତ ହୋଇପାରିନାହାନ୍ତି। ହୁରୁନ ପକ୍ଷରୁ ପ୍ରକାଶିତ ଗ୍ଲୋବାଲ ୫୦୦ କମ୍ପାନୀ ମଧ୍ୟରେ ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ୫୪ତମ ସ୍ଥାନରେ ରହିଛି। ସେହିଭଳି ୭୩ତମ ସ୍ଥାନରେ ଟାଟା କନ୍‌ସଲଣ୍ଟାନ୍ସି ସର୍ଭିସେସ୍‌ ରହିଛି। ସେହିଭଳି ଅନ୍ୟ ଭାରତୀୟ କମ୍ପାନୀ ମଧ୍ୟରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ହିନ୍ଦୁସ୍ଥାନ ୟୁନିଲିଭର, ଇନ୍‌ଫୋସିସ, ଏଚ୍‌ଡିଏଫ୍‌ସି, କୋଟାକ ମହିନ୍ଦ୍ରା ବ୍ୟାଙ୍କ ରହିଛନ୍ତି। ଏହାର ପ୍ରଥମ ସ୍ଥାନରେ ଟେକ୍ନୋଲୋଜି କମ୍ପାନୀ ଆପଲ ଏବଂ ପରେ ପରେ ମାଇକ୍ରୋସଫ୍ଟ ଏବଂ ଆମାଜନ ରହିଛନ୍ତି। ତାଲିକାରେ ଆମେରିକାର ୨୪୨ କମ୍ପାନୀ ସ୍ଥାନିତ ହୋଇଥିବା ବେଳେ ଚାଇନାର ୫୧ ଏବଂ ଜାପାନର ୩୦ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ-ବାଷ୍ପ ଭିତ୍ତିଭୂମିରେ ଖର୍ଚ୍ଚ ହେବ ୭.୫ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭିଡିଓ କନଫରେନ୍ସ ଯୋଗେ ତାମିଲନାଡୁର ୩୨,୭୦୦ କୋଟି ଟଙ୍କା ମୂଲ୍ୟର ତୈଳ ଏବଂ ବାଷ୍ପ ପ୍ରକଳ୍ପଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ...

ଆଇଆର୍‌ସିଟିସି ଶେୟାର ଦାମ୍‌ ହେଲା ଦୁଇଗୁଣାରୁ ଅଧିକ: ନିବେଶକ ମାଲାମାଲ୍‌

ନୂଆଦିଲ୍ଲୀ,୧୪।୧୦: ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଂ ଆଣ୍ଡ୍‌ ଟୁରିଜିମ୍‌ କର୍ପୋରେଶନ୍‌ (ଆଇଆର୍‌ସିଟିସି)ର ଶେୟାର ଦାମ୍‌ରେ ସୋମବାର ୧୦୧ ପ୍ରତିଶତ ପ୍ରିମିୟମ୍‌ ବୃଦ୍ଧି ପାଇ ଏହା ଇସ୍ୟୁ ଦାମ୍‌...

ବଜେଟ ପ୍ରସ୍ତୁତି କାମ ଆରମ୍ଭ;୧୦ରୁ ଅର୍ଥମନ୍ତ୍ରଣାଳୟରେ ବାହ୍ୟ ପ୍ରବେଶ ବନ୍ଦ

ନୂଆଦିଲ୍ଲୀ,୫-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଜୁଲାଇ ୫ରେ ଉପସ୍ଥାପିତ ହେବାକୁ ଯାଉଛି। ଏଭଳି ସ୍ଥିତିରେ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।...

ଜେଟ୍‌ ଏୟାରଓ୍ବେଜ ନେଇ ମାଲ୍ୟାଙ୍କ ଅଭିଯୋଗ;ସରକାର ଘରୋଇ କମ୍ପାନୀଙ୍କ ପ୍ରତି ଭେଦଭାବ କରୁଛନ୍ତି

ନୂଆଦିଲ୍ଲୀ,୧୮-୪: ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯାଇଛି। କିଙ୍ଗଫିଶର ଏୟାରଲାଇନ୍ସର ପୂର୍ବତନ ମାଲିକ ତଥା ମଦ ବ୍ୟବସାୟୀ ବିଜୟ ମାଲ୍ୟା ଦୁଃଖ ବ୍ୟକ୍ତ କରିଛନ୍ତି। ଘରୋଇ ଏୟାରଲାଇନ୍ସକୁ...

ସର୍ବୋଚ୍ଚ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ: ପାଇକାରୀ ମୂଲ୍ୟଭିତ୍ତିକ ମୁଦ୍ରାସ୍ଫୀତି (ଡବ୍ଲ୍ୟୁପିଆଇ)୯ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ନଭେମ୍ବରରେ ଏହା ୧.୫୫% ସ୍ତର ଛୁଇଁଛି। ମାନୁଫାକ୍‌ଚର ସାମଗ୍ରୀ ଦର ଉଚ୍ଚରେ ରହିବା...

ଆଜି ବଜେଟ ଉପସ୍ଥାପନ

ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଦୀର୍ଘ ୪୯ ବର୍ଷ ପରେ ସ୍ବର୍ଗତ...

ବିତ୍ତୀୟ ନିଅଣ୍ଟ ୯.୧୪ ଲକ୍ଷ କୋଟି ଛୁଇଁଲା

  ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଗତ ତ୍ରୈମାସ ସୁଦ୍ଧା ସରକାରଙ୍କ ବିତ୍ତୀୟ ନିଅଣ୍ଟ(ଆୟ ଏବଂ ବ୍ୟୟ ମଧ୍ୟରେ ପାର୍ଥକ୍ୟ) ୯.୧୪ ଲକ୍ଷ କୋଟି ଟଙ୍କା...

ଘର ବିକ୍ରି ୯% କମିଲା

ନୂଆଦିଲ୍ଲୀ,୫-୧୧: ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଦେଶ ମଧ୍ୟରେ ବାସଗୃହ ବିକ୍ରି ୯.୫% ହ୍ରାସ ଘଟିଛି। ଏହି ସମୟରେ ଦେଶର ୯ ପ୍ରମୁଖ ସହରରେ...

Advertisement


Archives

Model This Week

Why Dharitri