Posted inଜାତୀୟ

ଆଇଏଏଫ୍‌ ମେଢ଼ରେ ସ୍ଥାନ ପାଇଲେ ଦେଶର ପ୍ରଥମ ମହିଳା ରାଫେଲ ପାଇଲଟ୍‌

ନୂଆଦିଲ୍ଲୀ,୨୬।୧: ୭୩ତମ ସାଧାରଣତନ୍ତ୍ର ଦିବସ ପରେଡ୍‌ ଭାରତୀୟ ବାୟୁ ସେନା (ଆଇଏଏଫ୍‌) ମେଢ଼ରେ ସ୍ଥାନ ପାଇଥିଲେ ଦେଶର ପ୍ରଥମ ମହିଳା ରାଫେଲ ଫାଇଟର ଜେଟ ପାଇଲଟ୍‌ ଶିଭାଙ୍ଗି ସିଂ। ଭାରତୀୟ ବାୟୁ ସେନା ମେଢ଼ରେ ସ୍ଥାନ ପାଇବାରେ ସେ ହେଉଛନ୍ତି ଦେଶର ଦ୍ୱିତୀୟ ମହିଳା ଫାଇଟର ଜେଟ୍‌ ପାଇଲଟ୍‌।

ଗତ ବର୍ଷ ଫ୍ଲାଇଟ୍‌ ଲ୍ୟୁଟନାଣ୍ଟ ଭାଓ୍ବନା କାନ୍‌ଥ ଦେଶର ପ୍ରଥମ ମହିଳା ଫାଇଟର ଜେଟ୍‌ ପାଇଲଟ୍‌ ଭାବେ ଆଇଏଏଫ୍‌ ମେଢ଼ରେ ସାମିଲ ହୋଇଥିଲେ।

ବାରଣାସିରେ ଜନ୍ମିତ ଶିଭାଙ୍ଗି ୨୦୧୭ରେ ଆଇଏଏଫ୍‌ରେ ଯୋଗଦେଇଥିଲେ। ଆଇଏଏଫ୍‌ର ମହିଳା ଫାଇଟର ପାଇଲଟ୍‌ଙ୍କ ଦ୍ୱିତୀୟ ବ୍ୟାଚ୍‌ରେ ତାଙ୍କୁ ସାମିଲ କରାଯାଇଥିଲା। ରାଫେଲ ପୂର୍ବରୁ ସେ ମିଗ୍‌-୨୧ ବିସନ ଏୟାରକ୍ରାଫ୍ଟ ଉଡ଼ାଉଥିଲେ।

‘ଇଣ୍ଡିଆନ ଏୟାର ଫୋର୍ସ ଟ୍ରାନ୍ସଫର୍ମିଂ ଫର ଦ ଫ୍ୟୁଚର’ ଥେମ ଉପରେ ଆଧାରିତ ଆଇଏଏଫ୍‌ ମେଢ଼ରେ ରାଫେଲ ଫାଇଟର ଜେଟ୍‌, ଲାଇଟ୍‌ କମ୍ବାଟ ହେଲିକପ୍ଟର (ଏଲ୍‌ସିଏଚ୍‌), ୩ଡି ସର୍ଭିଲାନ୍ସ ରାଡର ଆସଲେଶା ଏମ୍‌କେ-୧ ସ୍ଥାନ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?