ନୂଆଦିଲ୍ଲୀ, ୬ା୬(ପି.ଟି.): ଜର୍ମାନୀର ବର୍ଲିନ୍ଠାରେ ଜୁନ୍ ୧୭ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍ଡ ସମର ଗେମ୍ସ ରେ ଭାରତର ୨୫୫ ସଦସ୍ୟ ବିଶିଷ୍ଟ ଏକ ଶକ୍ତିଶାଳୀ ଦଳ ଅଂଶଗ୍ରହଣ କରିବ। ଦଳରେ ୧୯୮ ଆଥଲେଟ ଓ ୫୭ କୋଚ୍ ରହିଛନ୍ତି। ବୌଦ୍ଧିକ ଭିନ୍ନକ୍ଷମଙ୍କ ଲାଗି ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍ଡ ସମର ଗେମ୍ସ ହେଉଛି ସବୁଠାରୁ ବଡ଼ କ୍ରୀଡ଼ା ଇଭେଣ୍ଟ। ଏଥିରେ ୧୯୦ଟି ଦେଶର ୭୦୦୦ ଆଥଲେଟ୍ସ ଓ ୟୁନିଫାଏଡ୍ ପାର୍ଟନର ୨୬ଟି କ୍ରୀଡ଼ାରେ ଭାଗ ନେବେ। ଜୁନ ୧୨ରେ ବର୍ଲିନ ଅଭିମୁଖେ ଯାତ୍ରା କରିବା ପୂର୍ବରୁ ଭାରତୀୟ ଆଥଲେଟମାନେ ଜୁନ୍ ୭ରୁ ୧୧ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଏକ ପ୍ରସ୍ତୁତି କ୍ୟାମ୍ପରେ ଭାଗ ନେବେ। ସ୍ପେଶାଲ ଅଲମ୍ପିକ୍ସ ଭାରତ ପକ୍ଷରୁ ଦଳ ପାଇଁ ଗୁରୁବାର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏକ ସ୍ବତନ୍ତ୍ର ସେଣ୍ଡ୍ ଅଫ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର, ମହିଳା ଓ ଶିଶୁ କଲ୍ୟାଣ, ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ସ୍ମୃତି ଇରାନୀ, ଭାରତୀୟ ଅଲିମ୍ପିକ ଆସୋସିଏଶନ ମୁଖ୍ୟ ପି.ଟି. ଉଷା, କ୍ରିକେଟର ଯୁବରାଜ ସିଂ ଓ କଣ୍ଠ ଶିଳ୍ପୀ ସୋନୁ ନିଗମ ପ୍ରମୁଖ ଏଥିରେ ଉପସ୍ଥିତ ରହିବେ।
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…
ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ
ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…
‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’
ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…
Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ
ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…
ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍ଶୀଘ୍ର ମୋ’ ଯାତ୍ରାରେ…
ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…
‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା
ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
Archives

