Posted inଖେଳ

ଏଏଫ୍‌ସି ଏସିଆନ୍‌ କପ୍‌ ଫୁଟ୍‌ବଲ୍‌: ୨୬ ଜଣିଆ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ,୩୦।୧୨: କାତାରରେ ଖେଳାଯିବାକୁ ଥିବା ବେଳେ ଏଏଫ୍‌ସି ଏସିଆନ୍‌ କପ୍‌ ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଶନିବାର ୨୬ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଭାରତୀୟ ଦଳର ମୁଖ୍ୟ କୋଚ୍‌ ଇଗୋର ଷ୍ଟିମାକ୍‌ ଏହି ଦଳ ଘୋଷଣା କରିଛନ୍ତି। ଏଏଫ୍‌ସି ଏସିଆନ୍‌ କପ୍‌ ପାଇଁ ଭାରତ ଗ୍ରୁପ୍‌ ବିରେ ସ୍ଥାନ ପାଇଥିବା ବେଳେ ଅଷ୍ଟ୍ରେଲିଆ, ଉଜ୍‌ବେକିସ୍ତାନ ଓ ସିରିଆ ଅନ୍ୟ ୩ ଦଳ ଭାବରେ ରହିଛନ୍ତି। ପଞ୍ଚମ ଥର ପାଇଁ ଭାରତ ଏଏଫ୍‌ସି ଏସିଆନ୍‌ କପ୍‌ ଫୁଟ୍‌ବଲ୍‌ ଖେଳିବାକୁ ଯାଉଥିବା ବେଳେ ଶନିବାର ଦଳ କାତାରରେ ପହଞ୍ଚିବ।

ଭାରତ ଏହାର ପ୍ରଥମ ଦୁଇ ମ୍ୟାଚ୍‌ ଅହମଦ ବିନ୍‌ ଅଲି ଷ୍ଟାଡିୟମରେ ଯଥାକ୍ରମେ ଅଷ୍ଟ୍ରେଲିଆ ଓ ଉଜବେକିସ୍ତାନ ବିପକ୍ଷରେ ଖେଳିବ। ତୃତୀୟ ମ୍ୟାଚ୍‌ଟି ସିରିଆ ବିପକ୍ଷରେ ଅଲ ଖୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଭାରତର ୩ଟି ଯାକ ମ୍ୟାଚ୍‌ ଶକ୍ତିଶାଳୀ ଦଳ ଗୁଡିକ ବିପକ୍ଷରେ ରହିଛି। ତେବେ ଭାରତ ସେମାନଙ୍କୁ କଡା ଟକ୍କର ଦେବା ନେଇ ଷ୍ଟିମାକ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ଭାରତୀୟ ଦଳ:

ଗୋଲକିପର୍ସ: ଅମରିନ୍ଦର ସିଂ, ଗୁରପ୍ରୀତ ସିଂ ସାନ୍ଧୁ, ବିଶାଲ କେଥ୍‌।

ଡିଫେଣ୍ଡର୍ସ: ଆକାଶ ମିଶ୍ର, ଲାଲଚୁଙ୍ଗନୁଙ୍ଗା, ମେହତାବ ସିଂ, ନିଖିଲ ପୂଜାରୀ, ପ୍ରୀତମ କୋଟାଲ, ରାହୁଲ ଭେକେ, ସନ୍ଦେଶ ଝିଙ୍ଗାନ,ଶୁଭାଶିଷ ବୋଷ।

ମିଡଫିଲ୍ଡର୍ସ: ଅନିରୁଦ୍ଧ ଥାପା, ବ୍ରେଣ୍ଡନ ଫର୍ନାଣ୍ଡେସ୍‌, ଦୀପକ ଟାଙ୍ଗ୍ରି, ଲାଲେଙ୍ଗମାଇଓ୍ବା ରାଲ୍‌ଟେ, ଲିଷ୍ଟନ କୋଲାକୋ, ନାଓରେମ ମହେଶ ସିଂ, ସହଲ ଅବଦୁଲ ସମଦ, ସୁରେଶ ସିଂ ଓ୍ବାଙ୍ଗଜାମ, ଉଦାନ୍ତା ସିଂ।

ଫରଓ୍ବାର୍ଡସ: ଇଶାନ ପଣ୍ଡିତା,ଲାଲିଆଞ୍ଜୁଲା ଛାଙ୍ଗଟେ, ମାନବୀର ସିଂ, ରାହୁଲ କନୋଲେ ପ୍ରବୀଣ, ସୁନୀଲ ଛେତ୍ରୀ ଓ ବିକ୍ରମ ପ୍ରତାପ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri