Posted inଜାତୀୟ

ଶତ୍ରୁଙ୍କୁ କଡ଼ା ଜବାବ ଦେବ ଭାରତର ଏଏଲ୍‌ଏସ୍‌-୫୦…

ପୋଖରନ, ୨୪।୯ : ସ୍ବଦେଶୀ ଅସ୍ତ୍ରଶସ୍ତ୍ର ପ୍ରସଙ୍ଗରେ ଭାରତ ଆତ୍ମନିର୍ଭରଶୀଳ ହେବା ଦିଗରେ ଆଗେଇବାରେ ଲାଗିଛି। ପ୍ରତିରକ୍ଷା କ୍ଷେତ୍ରରେ ଦେଶରେ ଘଟୁଥିବା ନୂତନତ୍ୱ ମଧ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ ଭାରତ ଜୈସଲମେରର ପୋଖରାନ ଫିଲ୍ଡ ଫାୟାରିଂ ରେଞ୍ଜରେ ଏଏଲ୍‌ଏସ୍‌-୫୦ ଡ୍ରୋନକୁ ସଫଳତାର ସହ ପରୀକ୍ଷଣ କରିଛି।

ଟାର୍ଗେଟରେ ସଠିକ ଭାବରେ ଲକ୍ଷ୍ୟ ରଖୁଥିବା ଡ୍ରୋନ କ୍ୟାମେରା ସହିତ ଏଏଲ୍‌ଏସ୍‌-୫୦ ସଜ୍ଜିତ ହୋଇଛି। ଏହା ପୂର୍ବରୁ ଲଦାଖରେ ମଧ୍ୟ ଏହାର ପରୀକ୍ଷା କରାଯାଇଥିଲା। ଉଭୟ ପରୀକ୍ଷଣର ସଫଳତା ପରେ ଭାରତୀୟ ସେନାରେ ଏହାକୁ ସାମିଲ କରାଯିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି।

ଏହା ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ ଦ୍ୱାରା ବିକଶିତ କରାଯାଇଛି। ଗଣମାଧ୍ୟମ ସୂଚନା ଅନୁଯାୟୀ, ଏହି ଅସ୍ତ୍ର ଭର୍ଟିକାଲ ଟେକ ଅଫ ଏବଂ ଲ୍ୟାଣ୍ଡିଂ କରିବାକୁ ସକ୍ଷମ। ସଂକୀର୍ଣ୍ଣ ଉପତ୍ୟକା, ପର୍ବତ, ଜଙ୍ଗଲ ଏବଂ ଅପହଞ୍ଚ ଅଞ୍ଚଳରେ ବ୍ୟବହାର ପାଇଁ ଏହା ପରିକଳ୍ପନା କରାଯାଇଛି ।

ଏଏଲ୍‌ଏସ୍‌-୫୦ର ମୂଲ୍ୟ କ୍ଷେପଣାସ୍ତ୍ର କିମ୍ବା ଅନ୍ୟ ଡ୍ରୋନ ତୁଳନାରେ ବହୁତ କମ ଥିବାବେଳେ ଏହା ଶତ୍ରୁଙ୍କ ପାଇଁ ଅଧିକ ଘାତକ ହୋଇପାରିବ। ଏହାର ଏକ ସ୍ବଂୟଚାଳିତ ଟାର୍ଗେଟ ସିଷ୍ଟମ ଅଛି। ତାହା ହେଉଛି, ଏହା ପୂର୍ବରୁ ସ୍ଥିର ହୋଇଥିବା ଲକ୍ଷ୍ୟକୁ ସହଜରେ ଚିହ୍ନଟ କରି ନଷ୍ଟ କରିପାରିବ। ଏହା ସହିତ, ଏହା ଶତ୍ରୁ ପାଖରେ ପହଞ୍ଚିବା ପୂର୍ବରୁ ଏହାର ନିୟନ୍ତ୍ରକଙ୍କୁ ଯିବା ବାଟ ବିଷୟରେ ମଧ୍ୟ ସୂଚନା ଦେଇଥାଏ ।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri