Posted inଖେଳ

ଅଲିମ୍ପିକ୍ସ ଇତିହାସରେ ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସର ଅନ୍ତିମ ଦିନ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ ସହ ମିଳିଛି ଦୁଇଟି ପଦକ। ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ତାଙ୍କ ପୂର୍ବରୁ ଭାରତକୁ ୬ଷ୍ଠ ପଦକ ଦେଇଥିଲେ ରେସଲର ବଜରଙ୍ଗ ପୁନିଆ। ଏହି ଦୁଇ ପଦକ ସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ପହଞ୍ଚିଛି ୭ରେ। ଏଥିରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ରୌପ୍ୟ ସହ ୪ଟି ବ୍ରୋଞ୍ଜ ପଦକ ରହିଛି। ଏଥି ସହିତ ପଦକ ତାଲିକାରେ ୪୭ତମ ସ୍ଥାନକୁ ଉଠିଛି ଭାରତ। ଅଲିମ୍ପିକ୍ସ ଇତିହାସରେ ଭାରତ କଦାପି ଏତେ ସଂଖ୍ୟାରେ ପଦକ ଜିତି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୁଆଙ୍ଗ କ୍ରିକେଟ କ୍ଲବ ଚାମ୍ପିୟନ

ପୁରୁଣା ଭୁବନେଶ୍ୱର,୧୩।୨ (ଡି.ଏନ.ଏ.) : ବାଙ୍କୁଆଳ ହାଇସ୍କୁଲ ପଡିଆରେ ୮ ଦିନ ଧରି ଚାଲିଥିବା ୧୨ତମ ଜଗବନ୍ଧୁ ସ୍ବାଇଁ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି।...

ବାଙ୍ଗରଙ୍କ ପୁଅକୁ ଟିପ୍ସ ଦେଲେ ଅରୁଣ

ମାଞ୍ଚେଷ୍ଟର,୨୬ା୬ (ପି.ଟି.)- ଭାରତୀୟ କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ସଞ୍ଜୟ ବାଙ୍ଗରଙ୍କ ପୁଅ ଆର୍ଯ୍ୟନଙ୍କୁ ଟିପ୍ସ ଦେଇଛନ୍ତି ଟିମ୍‌ ଇଣ୍ଡିଆ ବୋଲିଂ କୋଚ୍‌ ଭରତ ଅରୁଣ।...

ନେଟ୍‌ ସେସନ ଆରମ୍ଭ କଲା ଭାରତୀୟ ଦଳ, ଖେଳାଳିଙ୍କୁ ସ୍ବାଗତ କଲେ କୋଚ୍‌ ଶାସ୍ତ୍ରୀ

ଚେନ୍ନାଇ,୨।୨: ଆସନ୍ତା ୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଭାରତୀୟ ଦଳର ଖେଳାଳିମାନେ ମଙ୍ଗଳବାରଠାରୁ...

ଫଶିଲେ ବିରାଟ କୋହଲି, ଗିରଫ ପାଇଁ ହାଇକୋର୍ଟରେ ଆବେଦନ

ଚେନ୍ନାଇ,୨।୮: ଭାରତୀୟ ଅଧିନାୟକ ବିରାଟ କୋହଲି ଅନଲାଇନ୍‌ ଜୁଆ ଖେଳକୁ ନେଇ ବଡ ବିବାଦରେ ଫଶିଯାଇଛନ୍ତି। ମାଡ୍ରାସ ହାଇକୋର୍ଟରେ ବିରାଟଙ୍କୁ ଗିରଫ ପାଇଁ ଏକ ପିଟିଶନ...

କରୋନା ଭାଇରସ ଡର: ଖାଲି ଷ୍ଟାଡିୟମରେ ଖେଳାଯିବ ଆଇଏସ୍‌ଏଲ ଫାଇନାଲ

ନୂଆଦିଲ୍ଲୀ,୧୩।୩(ପି.ଟି.)- କରୋନା ଭାଇରସ ଯୋଗୁ ବିଶ୍ୱରେ ବହୁ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ପ୍ରଭାବିତ ହୋଇଛି। ଏଥିରୁ ଫୁଟବଲ ବାଦ୍‌ ପଡ଼ିନାହିଁ। ବିଶ୍ୱର ବହୁ ଶୀର୍ଷ ସ୍ତରୀୟ ଲିଗ୍‌...

ଘରୋଇ ମ୍ୟାଚ୍‌କୁ ସ୍ଥଗିତ କଲା ବିସିସିଆଇ

ମୁମ୍ବାଇ,୧୪।୩(ପି.ଟି.)- ଚଳିତ ଘରୋଇ ସିଜିନର ବଳକା ମ୍ୟାଚ୍‌କୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶନିବାର ସ୍ଥଗିତ ରଖିଛି। ଏଥିରେ ରଣଜୀ ଟ୍ରଫି ଚାମ୍ପିୟନ ସୌରାଷ୍ଟ୍ର...

ଜିମ୍ବାଓ୍ବେର ରୋମାଞ୍ଚକ ବିଜୟ: ପାକିସ୍ତାନର ଆଗାମୀ ଯାତ୍ରା କଷ୍ଟକର

ପର୍ଥ,୨୭।୧୦: ପର୍ଥଠାରେ ଗୁରୁବାର ଖେଳାଯାଇଥିବା ସୁପର-୧୨ର ୨୪ତମ ମ୍ୟାଚରେ ପାକିସ୍ତାନକୁ ୧ ରନ୍‌ରେ ପରାସ୍ତ କରି ଜିମ୍ବାଓ୍ବେ ରୋମାଞ୍ଚକ ବିଜୟ ହାସଲ କରିଛି। ଚଳିତ ବିଶ୍ବକପରେ...

କାଲିଫର୍ନିଆରେ ଭୂକମ୍ପ: ଏନ୍‌ବିଏ ଲିଗ୍‌ ଗେମ୍‌ ବାତିଲ

ଲସ୍‌ ଏଞ୍ଜେଲ୍ସ,୬।୭(ଏଏଫ୍‌ପି)- ନ୍ୟୁୟର୍କ କ୍ନିକ୍ସ ଓ ନ୍ୟୁ ଓର୍ଲେନ୍ସ ପଲିକାନ୍ସ ମଧ୍ୟରେ ଲାସ୍‌ ଭେଗାସଠାରେ ଖେଳାଯାଇଥିବା ପ୍ରଦର୍ଶନୀ ମ୍ୟାଚ୍‌କୁ ଅଧାରୁ ବାତିଲ କରାଯାଇଛି। କାଲିଫର୍ନିଆ ଓ...

Advertisement
Archives

Model This Week