ଭାରତର ବଡ଼ ଶତ୍ରୁ, ଆତଙ୍କୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା

ଇସଲାମବାଦ,୧୬।୩: ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା କରାଯାଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅବୁ କତାଲ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛି। ଏନେଇ NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା କତାଲ।

ଆତଙ୍କବାଦୀ ଅବୁ କତାଲକୁ ହାଫିଜ ସଇଦର ବହୁତ ନିକଟତର ବୋଲି ବିବେଚନା କରାଯାଉଥିଲା। ହାଫିଜ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ। ୨୬/୧୧ ମୁମ୍ବାଇ ଆକ୍ରମଣରେ ୧୬୬ ଜଣ ପ୍ରାଣ ହରାଇଥିଲେ। ପ୍ରାୟ ୧୦ ଜଣ ଲସ୍କର ଆତଙ୍କବାଦୀ ମୁମ୍ବାଇର ବିଭିନ୍ନ ସ୍ଥାନରେ ଆକ୍ରମଣ କରିଥିଲେ।

ଆବୁ କତାଲ ବିଷୟରେ କହିବାକୁ ଗଲେ, ଜୁନ 9 ତାରିଖରେ ଏହା ଜମ୍ମୁ ଏବଂ କଶ୍ମୀରର ରିଆସିରେ ଶିବ-ଖୋଡି ମନ୍ଦିରରୁ ଫେରୁଥିବା ତୀର୍ଥଯାତ୍ରୀଙ୍କ ଭର୍ତ୍ତି ଏକ ବସ ଉପରେ ଆକ୍ରମଣ କରିଥିଲା। ଏହା ବ୍ୟତୀତ, କଶ୍ମୀରରେ ଅନେକ ବଡ଼ ଆକ୍ରମଣର ମାଷ୍ଟରମାଇଣ୍ଡ ମଧ୍ୟ ବିବେଚନା କରାଯାଏ। ୨୦୨୩ ରଜୌରୀ ଆକ୍ରମଣ ପାଇଁ NIA ଆବୁ କଟାଲକୁ ଦାୟୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri