Posted inଖେଳ

ପୁରୁଷ ହକିରେ ଭାରତର ବ୍ରୋଞ୍ଜ ପଦକ ଆଶା…

ଟୋକିଓ/ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଭାରତର ଗୋଲ୍ଡ ଏବଂ ସିଲିଭର୍‌ ପଦକ ଆଶା ଧୁଳିସାତ୍‌ ହୋଇଛି। ତେବେ ବ୍ରୋଞ୍ଜ ପଦକ ଆଶା ରହିଛି। ଏହି ମ୍ୟାଚରେ ଭାରତ ଦୁଇଟି ଗୋଲ ସ୍କୋର କରିଥିବାବେଳେ ବେଲଜିୟମ ପାଞ୍ଚଟି ଗୋଲ ସ୍କୋର କରି ଫାଇନାଲରେ ପ୍ରବେଶ କରିଛି। ଦ୍ୱିତୀୟ ସେମିଫାଇନାଲର ବିଜେତା ଫାଇନାଲରେ ଖେଳିବ, ହାରିଥିବା ଦଳ ବ୍ରୋଞ୍ଜ ପଦକ ପାଇଁ ଭାରତ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବ।
ମ୍ୟାଚର ପ୍ରଥମ କ୍ୱାର୍ଟରରେ ବେଲଜିୟମର ଗୋଟିଏ ଗୋଲ ବିପକ୍ଷରେ ଭାରତୀୟ ଦଳ ଦୁଇଟି ଗୋଲ ଦେଇ ଅଗ୍ରଣୀ ହାସଲ କରିଥିଲା। କିନ୍ତୁ ଏହା ପରେ ବେଲଜିୟମ ଦଳ ଭାରତୀୟ ଦଳକୁ ସୁଯୋଗ ଦେଇ ନ ଥିଲା। ମ୍ୟାଚରେ ବେଲଜିୟମକୁ ୧୪ ପେନାଲ୍ଟି କର୍ନର ମିଳିଥିଲା । ଏଥିରୁ ବେଲଜିୟମ୍‌ ୩ଟି କର୍ନରକୁ ଗୋଲରେ ପରିଣତ କରିଥିଲା। ସେମିଫାଇନାଲ ମ୍ୟାଚର ଦ୍ୱିତୀୟ କ୍ୱାର୍ଟର ରୋମାଞ୍ଚକର ଥିଲା। ଏଥିରେ ଉଭୟ ଦଳ ପେନାଲ୍ଟି କର୍ନର ପାଇଥିଲେ। ଖେଳର ତୃତୀୟ କ୍ୱାର୍ଟରରେ ଭାରତୀୟ ଦଳକୁ ପଞ୍ଚମ ପେନାଲ୍ଟି କର୍ନର ମିଳିଥିଲା। ତେବେ ଦଳ ଏହାକୁ ଗୋଲରେ ପରିଣତ କରିପାରି ନ ଥିଲା। ମ୍ୟାଚର ଚତୁର୍ଥ କ୍ୱାର୍ଟରରେ ବେଲଜିୟମ ଏକ ପେନାଲ୍ଟି ଷ୍ଟ୍ରୋକ ପାଇଥିଲା ଏବଂ ଦଳର ଖେଳାଳି ହେଣ୍ଡ୍ରିକ୍ସ ଆଉ ଏକ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri