Posted inଖେଳ

ବିଜୟ ସହ ଭାରତର ଅଭିଯାନ

ଭୁବନେଶ୍ୱର, ୧୦।୭ (ତପନ ସ୍ବାଇଁ): ତାଇପେରେ ଚାଲିଥିବା ଏସିଆନ ପୁରୁଷ ଭଲିବଲ ଚ୍ୟାଲେଞ୍ଜ୍‌ କପ୍‌ରେ ଭାରତୀୟ ସିନିୟର ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ରବିବାର ଅନୁଷ୍ଠିତ ମ୍ୟାଚରେ ଭାରତ ଶକ୍ତିଶାଳୀ ହଂକଂ, ଚାଇନାକୁ ୩:୦ (୨୫-୨୨, ୨୫-୧୮, ୨୫-୧୭)ରେ ପରାସ୍ତ କରିଛି। ଆଟାକର ଚିରାଗ, ନିୟାଶ ଓ ରାହୁଲ, ବ୍ଲକର ପ୍ରିନ୍ସ, ଅଲ୍‌ରାଉଣ୍ଡର ମନୋଜ ଏବଂ ସେଟର ସାକଲେନ ବିଜୟତ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଏସିଆର ୧୫ଟି ଦଳ ଏହି ପ୍ରତିଯୋଗିତାରେ ଭାଗ ନେଇଥିବାବେଳେ ଭାରତ ପୁଲ୍‌ ‘ସି’ରେ ଉଜବେକିସ୍ତାନ ଓ ହଂକଂ ଚାଇନା ସହିତ ସ୍ଥାନୀତ ହୋଇଛି। ପ୍ରକାଶଯୋଗ୍ୟ ଯେ, ଭାରତୀୟ ଦଳ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ କ୍ୟାମ୍ପରେ ଟ୍ରେନିଂ ନେବାପରେ ତାଇପେ ଯାତ୍ରା କରିଛି। ଚଳିତମାସ ୧୫ରେ ପ୍ରତିଯୋଗିତା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?