ୟୁଏନ୍‌ଏସ୍‌ସିରେ ଭାରତର ଅଧ୍ୟକ୍ଷତା ଶେଷ

ଜାତିସଂଘ, ୨।୯: ଜାତିସଂଘର ପ୍ରଭାବଶାଳୀ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତର ଅଗଷ୍ଟ ମାସର ଅଧ୍ୟକ୍ଷତା ଶେଷ ହୋଇଛି। ଏହି ସମୟ ମଧ୍ୟରେ ଆଫଗାନିସ୍ତାନ ସ୍ଥିତିକୁ ନେଇ କଠୋର ପ୍ରସ୍ତାବ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା ହୋଇ ବାସ୍ତବ ନିଷ୍କର୍ଷ ବାହାରିଥିଲା। ଆଫଗାନ୍‌ ପ୍ରସ୍ତାବରେ ଭାରତର ମତାମତ ଓ ଉଦ୍‌ବେଗ ପ୍ରତିଫଳିତ ହୋଇଥିଲା। ଆଫଗାନିସ୍ତାନ ଆତଙ୍କବାଦୀଙ୍କ ଆଶ୍ରୟସ୍ଥଳ ନ ହେଉ ଏବଂ ଉକ୍ତ ଅଞ୍ଚଳକୁ ଅନ୍ୟ ଦେଶକୁ ଧମକ ଦେବା ଲାଗି ବ୍ୟବହାର କରା ନ ଯାଉ ବୋଲି ଜାତିସଂଘ ସୁରକ୍ଷା ପରିଷଦରେ ଭାରତ ଦାବି କରିଥିଲା। ୟୁଏନ୍‌ଏସ୍‌ସିରେ ଭାରତକୁ ପାଳିରେ ଅଧ୍ୟକ୍ଷତା ସୁଯୋଗ ମିଳିଥିଲା। ତାଲିବାନ କାବୁଲ ଦଖଲ କରିବା ପରବର୍ତ୍ତୀ ଆଫଗାନିସ୍ତାନ ସ୍ଥିତି ଉପରେ ସୁରକ୍ଷା ପରିଷଦ ପ୍ରଥମ ପ୍ରସ୍ତାବ ଗ୍ରହଣ କରିବା ସହ ଭାରତର ଅଧ୍ୟକ୍ଷତା ଶେଷ ହୋଇଛି। ଅଧ୍ୟକ୍ଷତାରେ ସହଯୋଗ କରି ଅଧିବେଶନକୁ ସଫଳ କରିଥିବା ରାଷ୍ଟ୍ରଗୁଡ଼ିକୁ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଟି.ଏସ୍‌. ତିରୁମୂର୍ତ୍ତି ଟୁଇଟରରେ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri