ଭାରତର କୋଭିଡ୍‌ ଭାକ୍ସିନକୁ ମିଳୁଛି ବିଶ୍ୱ ସ୍ତରରେ ପ୍ରଶଂସା; ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ

ନୂଆଦିଲ୍ଲୀ,୨୪।୧: କୋଭିଡ୍‌ -୧୯ ବିରୋଧରେ ଭାରତର ଭାରତର ଆଭିମୁଖ୍ୟକୁ ବିଶ୍ୱ ସ୍ତରରେ ମିଳୁଛି ପ୍ରଶଂସା। ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛି ଡବ୍ଲ୍ୟୁଏଚ୍‌ଓ। ଏହି ବିପଦ ସମୟରେ ବିଶ୍ୱର ବିଭିନ୍ନ ଦେଶକୁ ସହାୟତା କରୁଥିବାରୁ ଭାରତକୁ ଧନ୍ୟବାଦ୍‌ ଜଣାଇଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରୋସ ଆଡନମ ଗେବ୍ରେଏସ୍‌।

କୋଭିଡ୍‌-୧୯ ବିରୋଧରେ ତୁମ ନିରନ୍ତର ସମର୍ଥନ ପାଇଁ ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ୍‌। ଯଦି ଆମେ ଏକତ୍ରିତ ହୋଇ ଲଢ଼ିବା ଓ ଜ୍ଞାନର ଆଦାନ ପ୍ରଦାନ ଦ୍ୱାରା ହିଁ ଏହି ଭାଇରସକୁ ହରାଇପାରିବା। ଜୀବନ ଓ ଜୀବିକା ରାକ୍ଷା କରିବା ବୋଲି ଟୁଇଟ୍‌ କରିଛନ୍ତି ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ରାଷ୍ଟ୍ର ବଡ଼ ପକ୍ଷ

ଗ୍ଲାସ୍‌ଗୋ, ୨୮ା୧୦: ଜଳବାୟୁ ପରିବର୍ତ୍ତନର ପ୍ରଭାବ କେବଳ ଭାରତ ନୁହେଁ ପୂରା ବିଶ୍ୱରେ ଦେଖିବାକୁ ମିଳିଛି। ଚଳିତ ମାସରେ ଭାରତର ବିଭିନ୍ନ ସ୍ଥାନରେ ଅତ୍ୟଧିକ ବର୍ଷା...

ଇମ୍ରାନଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ…

ଉସଲାମାବାଦ,୨୮।୨ : ଅର୍ଥ ହେରଫେର ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଏକ ପାକିସ୍ତାନୀ କୋର୍ଟ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି।...

ସିଗାରେଟ ବଦଳାଇଦେଲା ଫୁସ୍‌ଫୁସ୍‌ ରଙ୍ଗ

ବେଜିଂ: ଧୂମପାନ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏପରି ଚେତାବନୀ ପ୍ରତି ସିଗାରେଟ ପ୍ୟାକେଟ୍‌ରେ ଅତି ସହଜରେ ଦେଖିବାକୁ ମିଳେ। ଏହା ସତ୍ତ୍ୱେ ଏହି ମାରାତ୍ମକ ନିଶାକୁ ଛାଡ଼ି...

କରୋନା ଆତଙ୍କରେ ବି ପ୍ରତି କର୍ମଚାରୀଙ୍କୁ ୭୪,୦୦୦ଟଙ୍କା ବୋନସ ଦେବ ଫେସବୁକ

ଓ୍ବାଶିଂଟନ,୧୮।୩: କରୋନା ସଂକ୍ରମଣ ଆତଙ୍କରେ ସାରା ପୃଥିବୀ ଭୟଭୀତ। ଫେସବୁକ୍‌ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ସେମାନଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ଏହା...

ମହିଳା ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନଲାଇନରେ ଧମକାଉଛି ଚାଇନା…

ବେଜିଂ,୫।୧ : ଚାଇନାରେ ଅଭିବ୍ୟକ୍ତିର ସ୍ବାଧୀନତା ଲୋକେ ହରାଉଛନ୍ତି। ଏହା ସହିତ ଗଣମାଧ୍ୟମର କଣ୍ଠରୋଧ କରାଯାଉଛି। ଅଷ୍ଟ୍ରେଲିଆର ଥିଙ୍କ ଟ୍ୟାଙ୍କ ଷ୍ଟ୍ରାଟେଜିକ ପଲିସି ଇନଷ୍ଟିଚ୍ୟୁଟ ଦାବି...

୪ ଦିନିଆ ଶ୍ରୀଲଙ୍କା ଗସ୍ତରେ ନୌସେନା ମୁଖ୍ୟ…

କଲମ୍ବୋ,୧୩।୧୨ : ଚାରି ଦିନିଆ ଗସ୍ତରେ ନୌସେନା ମୁଖ୍ୟ ଆଡମିରାଲ ଆର ହରି କୁମାର ମଙ୍ଗଳବାର ଶ୍ରୀଲଙ୍କାରେ ପହଞ୍ଚିଛନ୍ତି। ନୌସେନା ମୁଖ୍ୟ ଭାରତ ଏବଂ ଶ୍ରୀଲଙ୍କା...

ଶ୍ରୀଲଙ୍କାରେ ସ୍କୁଲ ବନ୍ଦ, କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ନିର୍ଦ୍ଦେଶ

କଲମ୍ବୋ,୨୮।୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ବର୍ତ୍ତମାନ ପେଟ୍ରୋଲ, ଡିଜେଲର ଘୋର ଅଭାବ ଦେଖାଦେଇଛି। ଏନେଇ ଶ୍ରୀଲଙ୍କା ସରକାର ସ୍କୁଲ ବନ୍ଦ ଘୋଷଣା...

କୁଳଭୂଷଣ ଯାଦବଙ୍କୁ ଦ୍ୱିତୀୟ ଥର ଲାଗି ଦିଆଯିବ ନାହିଁ କନସୁଲାର ଆକ୍ସେସ୍‌:ପାକିସ୍ତାନ

ଇସ୍‌ଲାମାବାଦ,୧୨।୯: ପାକିସ୍ତାନ ଜେଲରେ ବନ୍ଦୀଥିବା କୁଳଭୂଷଣ ଯାଦବଙ୍କ ମାମଲାରେ ପୁଣି ଥରେ ପାକିସ୍ତାନ ତା’ର ପୂର୍ବପାଠର ଆଲୋଚନା କରିଛି। ପାକିସ୍ତାନ କହିଛି ସେ ଦ୍ୱିତୀୟ ଥର...

Advertisement
Archives

Model This Week