ପାକିସ୍ତାନ ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ୍‌, ଇମ୍ରାନ ଖାନ୍‌-ବିଲାଓ୍ବଲ ଭୁଟ୍ଟୋଙ୍କ ଉପରେ ନେଲା…

ଇସଲାମାବାଦ/ନୂଆଦିଲ୍ଲୀ,୪ା୫: ପାକିସ୍ତାନ ଉପରେ ଆଉ ଏକ ଡିଜିଟାଲ ଷ୍ଟ୍ରାଇକ୍‌ କରିଛି ଭାରତ। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ‘X’ ଆକାଉଣ୍ଟ ବ୍ୟାନ୍‌ କରିଛି ଭାରତ। ଭାରତରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏବଂ ପୂର୍ବତନ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋଙ୍କ ‘X’ ଆକାଉଣ୍ଟକୁ ବ୍ୟାନ୍‌ କରାଯାଇଛି। ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ମଧ୍ୟରେ ଏହି ପଦକ୍ଷେପ ନିଆଯାଇଛି। ଏହି ସପ୍ତାହ ଆରମ୍ଭରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ସରକାର … Continue reading ପାକିସ୍ତାନ ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ୍‌, ଇମ୍ରାନ ଖାନ୍‌-ବିଲାଓ୍ବଲ ଭୁଟ୍ଟୋଙ୍କ ଉପରେ ନେଲା…