Posted inଖେଳ

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା ସୁରୁଚି ସିଂ ୧୦ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ରୌପ୍ୟ ପଦକ ଲାଭ କରିଛନ୍ତି।

ଜୁନିୟର ମହିଳା ୧୦ ମିଟର ଏୟାର ପିସ୍ତଲରେ ରଶ୍ମିକା ସହଗଲ ଓ ବଂଶିକା ଚୌଧାରୀ ଏବଂ ପ୍ରିୟାଂଶି ପୁରଭା ଓ ଚେତକ କୋହଲା ଯଥାକ୍ରମେ ପଛକୁ ପ୍ରଛ ପ୍ରଥମ ଓ ଦ୍ୱିିତୀୟ ସ୍ଥାନ ଅଧିକାର କରିଛନ୍ତି।

ଚାମ୍ପିୟନଶିପ୍‌ରେ ଭାରତ ଏହାର ଆଧିପତ୍ୟ ଜାରି ରଖିଛି। ଦଳ ଇତିମଧ୍ୟରେ ୧୦ ସ୍ବର୍ଣ୍ଣ, ୫ ରୌପ୍ୟ ଓ ଏକ ବ୍ରୋଞ୍ଜ ପଦକ ସହ ଭାରତ ଟେବୁଲରେ ପ୍ରଥମ ସ୍ଥାନରେ ରହିଥିବା ବେଳେ ଉଜ୍‌ବେକିସ୍ତାନ ଦିବସରେ ଏକମାତ୍ର ସ୍ବର୍ଣ୍ଣ ୧୦ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ଜିତିଛି। ନିଗିନା ସୂଇଦକୁଲୋଭା ଓ ମୁଖୁମ୍ମଦ କମାଲୋଭ ୪୮ ଶଟ୍‌ ବିଶିଷ୍ଟ ଫାଇନାଲରେ ସମ୍ରାଟ ଓ ସୁରୁଚି ୪୮୧.୩-୪୭୯.୬ ବ୍ୟବଧାନରେ ପଛରେ ପକାଇ ସ୍ବର୍ଣ୍ଣ ଜିତିଥିଲେ। ଭାରତୀୟ ଯୋଡ଼ି ପୂର୍ବରୁ ୧୦ଟି ଦଳକୁ ନେଇ କ୍ୱାଲିଫିକେଶନ ରାଉଣ୍ଡରେ ୬୦ଶଟ୍‌ ପରେ ମୋଟ ୫୮୩ ସ୍କୋର କର ଶୀର୍ଷରେ ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri