ଭାରତର ଆର୍ଥତ୍କ ସୁଧାର ଆଶାଠାରୁ ଅଧିକ:ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱାରା ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଭାରତୀୟ ଅର୍ଥ ବ୍ୟବସ୍ଥା ମଧ୍ୟ ଏହା ଦ୍ୱାରା କବଳିତ ହୋଇ ରହିଛି। ଚଳିତ ଆର୍ଥତ୍କ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୨୩.୯% ହ୍ରାସ ହୋଇଥିଲା। ସେହିଭଳି ଦ୍ୱିତୀୟ ତ୍ରୈମାସରେ ଏଥିରେ ୭.୫% ହ୍ରାସ ହୋଇଛି। ଏଭଳି ସ୍ଥିତିରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ନେଇ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌ ) ବେଶ ଆଶାବାଦି ରହିଛି। ଭାରତର ଆର୍ଥତ୍କ ସୁଧାର ପ୍ରକ୍ରିୟା ଆଶାଠାରୁ ଅଧିକ ବୋଲି ଏହି ଅନ୍ତର୍ଜାତୀୟ ଏଜେନ୍ସି ଗୁରୁବାର ପ୍ରକାଶ କରିଛି। ଏହା କହିଛି ଯେ, ଭାରତର ଅର୍ଥ ବ୍ୟବସ୍ଥା ଦ୍ରୁତ ଗତିରେ ଟ୍ରାକ୍‌କୁ ଫେରୁଛି। ୨୦୨୦-୨୧ରେ ଘରୋଇ ବଜାରର ଜିଡିପି ୮% ଖସିବ ବୋଲି ଏହା ମତ ରଖିଛି। ପୂର୍ବରୁ ଏହି ଏଜେନ୍ସି କହିଥିଲା ଯେ, ଦେଶର ଜିଡିପି ୯% ଖସିବ। ବର୍ତ୍ତମାନ ଏହା ଜିଡିପି ଅନୁମାନରେ ସାମାନ୍ୟ ପରିବର୍ତ୍ତନ କରିଛି। ଜିଡିପି ଟ୍ରାକ୍‌କୁ ଫେରୁ ଥିବାରୁ ଅନ୍ୟ ଅନ୍ତର୍ଜାତୀୟ ଏଜେନ୍ସିଗୁଡିକ ମଧ୍ୟ ଆକଳନରେ ପରିବର୍ତ୍ତନ କରୁଥିବା ଦେଖାଯାଉଛି। ୨୦୨୧-୨୨ରେ ଭାରତ ୮% ଅଭିବୃଦ୍ଧି ହାସଲ କରିବ ବୋଲି ଏହି ଏଜେନ୍ସି ଏହାର ଏସିଆନ ଡେଭଲପମେଣ୍ଟ ଆଉଟଲୁକ ରିପୋର୍ଟରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri