Posted inଜାତୀୟ

ଦେଶକୁ ମିଳିଲା ପ୍ରଥମ ରାପିଡ ଏକ୍ସ ଟ୍ରେନ ‘ନମୋ ଭାରତ’

ନୂଆଦିଲ୍ଲୀ,୨୦।୧୦: ଦେଶକୁ ମିଳିଛି ପ୍ରଥମ ରାପିଡ ଏକ୍ସ ଟ୍ରେନ। ଶୁକ୍ରବାର ଉତ୍ତରପ୍ରଦେଶର ସହିଦାବାଦ ଠାରେ ଦିଲ୍ଲୀ-ଗାଜିଆବାଦ-ମେରୁଟ (RRTS) କରିଡରର ପ୍ରାଥମିକ ବିଭାଗକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ରାପିଡ ଏକ୍ସ ଟ୍ରେନର ନାମ ‘ନମୋ ଭାରତ’ ନାଁ ରଖାଯାଇଛି । ଏହା ସାହିଦାବାଦରୁ ଦୁହାଇ ଡିପୋକୁ ସଂଯୋଗ କରୁଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଟ୍ରେନରେ ଯାତ୍ରା କରିବା ସହ ଅନେକ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଛନ୍ତି । ୧୬୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଚାଲୁଥିବା ଏହି ଟ୍ରେନ ପ୍ରତି ୧୫ ମିନିଟରେ ଉପଲବ୍ଧ ହେବ । ଏହା ସାହିବାବାଦ, ଗାଜିଆବାଦ, ଗୁଲଧର, ଦୁହାଇ ଏବଂ ଡିପୋ ଷ୍ଟେସନରେ ଚାଲିବ । ଉଦ୍‌ଘାଟନର ଗୋଟିଏ ଦିନ ପରେ ଲୋକମାନେ ଏହି ଆରାମଦାୟକ ଟ୍ରେନର ଲାଭ ଉଠାଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri