ରାଜପଥ ନୁହେଁ ଷ୍ଟାଡିୟମରେ ଆୟୋଜିତ ହୋଇଥିଲା ପ୍ରଥମ ଗଣତନ୍ତ୍ର ଦିବସ

ନୂଆଦିଲ୍ଲୀ,୨୬।୧: ଭାରତରେ ୧୯୫୦ ଜାନୁଆରୀ ୨୬ରେ ସମ୍ବିଧାନ ଗଠିତ ହୋଇଥିଲା। ଗଣତନ୍ତ୍ର ଦିବସ ସବୁବେଳେ ଦିଲ୍ଲୀର ରାଜପଥ(କର୍ତ୍ତବ୍ୟ ପଥ)ରେ ଆଯୋଜିତ ହେଉଥିବାବେଳେ ପ୍ରଥମ ଗଣତନ୍ତ୍ର ଦିବସ ଏକ ଷ୍ଟାଡିୟମରେ ପାଳନ ହୋଇଥିଲା। ୧୯୩୦ ଦଶକର ଏହି ଏମଫିଥିଏଟରକୁ ସେତେବେଳେ ଷ୍ଟାଡିୟମ କରାଯାଇଥଲା। ୧୯୫୦ ଜାନୁଆରୀ ୨୬ରେ ପ୍ରଥମ ଥର ଡରଓ୍ବିନ ଷ୍ଟାଡିୟମରେ ସାଧାରଣତନ୍ତ୍ର ଦିବସ ପାଳନ ହୋଇଥିଲା।

ଏହି ଐତିହାସିକ ଦିନରେ ଦେଶର ପ୍ରଥମ ରାଷ୍ଟ୍ରପତି ରାଜେନ୍ଦ୍ର ପ୍ରସାଦ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ସେ ଏହି ଷ୍ଟାଡିୟମରେ ପତାକା ଉତ୍ତୋଳନ କରିଥିଲେ। ଗଣତନ୍ତ୍ର ଦିବସ ପାଳନ ହୋଇଥିବା ଏହି ଷ୍ଟାଡିୟମକୁ ଭାବନଗର ମହାରାଜାଙ୍କ ଦ୍ୱାରା ଉପହାର ସ୍ବରପ ଦିଆଯାଇଥିଲା। ଷ୍ଟାଡିୟମର ନାଁ ଭାରତର ପୂର୍ବ ଭାଇସରାୟ ଲର୍ଡ ଡାରଓ୍ବିନଙ୍କ ନାମନୁସାରେ ହୋଇଥିଲା। ସେ ନିଜର କାର୍ଯ୍ୟକାଳ ମଧ୍ୟରେ ୧୯୩୦ରେ ନୂଆଦିଲ୍ଲୀକୁ ବିଟ୍ରିଶ ଭାରତର ନୂଆ ରାଜଧାନୀ ଭାବେ ସ୍ଥାପନ କରିଥିଲେ। ତେବେ ଏହି ଡାରଓ୍ବିନ ଷ୍ଟାଡିୟମ ୨୦୦୨ରେ କୀର୍ତ୍ତିମାନ ହକି ଖେଳାଳୀ ଧ୍ୟାନଚାନ୍ଦଙ୍କ ନାଁରେ ନାମିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri