Posted inଜାତୀୟ

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଗୁରୁବାର ଶୁଭାରମ୍ଭ କରିଛନ୍ତି।

ସ୍ବଚ୍ଛ ଓ ସ୍ଥାୟୀ ଅନ୍ତର୍ଦେଶୀୟ ଜଳ ପରିବହନ ଦିଗରେ ଏହା ଏକ ବଡ଼ ସଫଳତା। ଉକ୍ତ ଜାହାଜର ବ୍ୟବସାୟିକ ଚଳାଚଳକୁ ମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ହାଇଡ୍ରୋଜେନ୍‌ ଚାଳିତ ଜାହାଜ ଭାରତର ବର୍ଦ୍ଧିତ ବୈଷୟିକ ସାମର୍ଥ୍ୟ ଏବଂ ସ୍ଥାୟୀ ଇନ୍ଧନ ପାଇଁ ଏହାର ପ୍ରତିବଦ୍ଧତାକୁ ପ୍ରତିଫଳନ କରୁଛି।

ଏହା କେବଳ ଏକ ପ୍ରଯୁକ୍ତିଗତ ଅଗ୍ରଗତି ନୁହେଁ, ବରଂ ସ୍ବଚ୍ଛ ଇନ୍ଧନ ଏବଂ ସ୍ବଦେଶୀ ସମାଧାନ ଦିଗରେ ଆତ୍ମବିଶ୍ୱାସର ସହ ଭାରତ ଅଗ୍ରସର ହେଉଛେ ବୋଲି ସୋନୋଓ୍ବାଲ କହିଛନ୍ତି। ଏହି ସଫଳତା ସହ ଭାରତ ହାଇଡ୍ରୋଜେନ୍‌ଚାଳିତ ଜାହାଜ ଥିବା ଅଳ୍ପ କେତୋଟି ଦେଶ ତାଲିକାରେ ନିଜକୁ ସାମିଲ କରିଛି। ବର୍ତ୍ତମାନ କେବଳ ଚାଇନା, ନରଓ୍ବେ, ନେଦରଲାଣ୍ଡସ୍‌ ଏବଂ ଜାପାନରେ ଏଭଳି ଜାହାଜ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: President Droupadi Murmu to visit Odisha ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ ବୁକ୍‌ ସୁରକ୍ଷା…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri