ଭାରତର ଅଭିବୃଦ୍ଧି ୬.୭% ରହିବ: ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ,୧୭।୧: ଆଗାମୀ ୨ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ଅଭିବୃଦ୍ଧି ହାର ବାର୍ଷିକ ୬.୭ ପ୍ରତିଶତ ରହିବ ବୋଲି ବିଶ୍ୱବ୍ୟାଙ୍କର ସଦ୍ୟତମ ଅଭିବୃଦ୍ଧି ଆକଳନରେ କୁହାଯାଇଛି। ଭାରତର ଅଭିବୃଦ୍ଧି ସହ ୨୦୨୫-୨୬ ବର୍ଷରେ ଦକ୍ଷିଣ ଏସିଆରେ ଆର୍ଥତ୍କ ଅଭିବୃଦ୍ଧି ୬.୨ ପ୍ରତିଶତକୁ ବଢ଼ିବ ବୋଲି ବିଶ୍ୱବ୍ୟାଙ୍କ କହିଛି। ଭାରତରେ ବ୍ୟବସାୟିକ ବାତାବରଣରେ ଉନ୍ନତି ନିମନ୍ତେ ସରକାରଙ୍କ ପଦକ୍ଷେପ ଯୋଗୁ ସେବା ସେକ୍ଟର ପ୍ରସାରିତ ହେବା ସହ ଉତ୍ପାଦନ କ୍ଷେତ୍ର ମଧ୍ୟ ସୁଦୃଢ଼ ହେବ ବୋଲି ଆଶା କରାଯାଉଛି। ନିବେଶ ଅଭିବୃଦ୍ଧି ସ୍ଥିର ରହିବ ବୋଲି ବିଶ୍ୱବ୍ୟାଙ୍କ କହିଛି।

ମାନ୍ଦା ନିବେଶ ଏବଂ ଦୁର୍ବଳ ଉତ୍ପାଦନ ଅଭିବୃଦ୍ଧି କାରଣରୁ ୨୦୨୪-୨୫ ବର୍ଷରେ ଭାରତର ଅଭିବୃଦ୍ଧି ୬.୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରାଯାଇଥିଲା। ତେବେ କୃଷି ଉତ୍ପାଦନ ବୃଦ୍ଧି ସହ ଗ୍ରାମାଞ୍ଚଳ ଆୟ ବଢ଼ିବାରୁ ଘରୋଇ ଉପଭୋଗ ଅଭିବୃଦ୍ଧି ସୁଦୃଢ଼ ରହିଥିଲା। ଭାରତ ବ୍ୟତୀତ ଦକ୍ଷିଣ ଏସିଆରେ ଗତ ଆର୍ଥତ୍କ ବର୍ଷରେ ଅଭିବୃଦ୍ଧି ହାର ୩.୯ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଥିଲା। ଆଗାମୀ ୨ ଆର୍ଥତ୍କ ବର୍ଷରେ ଉକ୍ତ ଅଞ୍ଚଳର ଅଭିବୃଦ୍ଧି ହାର ଯଥାକ୍ରମେ ୪ ଏବଂ ୪.୩ ପ୍ରତିଶତ ରହିବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଜିଓର ଡିଜିଟାଲ କ୍ରାନ୍ତି

ଭୁବନେଶ୍ୱର,୮।୨ (ଅଭୟ ଦାଶ): ରିଲାଏନ୍ସ ଜିଓର ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ ସେବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଖୁବ୍‌ କମ୍‌ ସମୟ ମଧ୍ୟରେ ଓଡ଼ିଶାର ସମସ୍ତ...

୧୪ରୁ ମହିନ୍ଦ୍ରା ଇଲେକ୍ଟ୍ରିକ୍‌ ଅରିଜିନ୍‌ ଏସ୍‌ୟୁଭିର ବୁକିଂ

ନୂଆଦିଲ୍ଲୀ,୮।୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ମହିନ୍ଦ୍ରା ଗ୍ରୁପର ଇଲେକ୍ଟ୍ରିକ ଭେଇକିଲ (ଇଭି) ବ୍ରାଣ୍ଡ୍‌ର ବହୁ ପ୍ରତୀକ୍ଷିତ ଏକ୍ସଇଭି ୯ଇ ଏବଂ ବିଇ୬ର ଅନାବରଣ...

ସୌରଶକ୍ତି କ୍ଷେତ୍ରରେ ଐତିହାସିକ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୨: ଭାରତ ୧୦୦ ଗିଗାୱାଟ୍‌ ସୌର ଶକ୍ତି କ୍ଷମତା ଅତିକ୍ରମକରି ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଅକ୍ଷୟ ଶକ୍ତି କ୍ଷେତ୍ରରେ ଭାରତ ବିଶ୍ୱର...

ଏହି ଅଜଣା ବ୍ୟକ୍ତିଙ୍କ ନାମରେ ୫୦୦ କୋଟି ଟଙ୍କା ଛାଡ଼ି ଯାଇଛନ୍ତି ରତନ ଟାଟା, ଜାଣନ୍ତୁ ସେ କିଏ?

ନୂଆଦିଲ୍ଲୀ,୭।୨: ନିକଟରେ ରତନ ଟାଟାଙ୍କ ଇଚ୍ଛାପତ୍ରରେ ଏଭଳି ଏକ ଖୁଲାସା ହୋଇଥିଲା, ଯାହାକି ବ୍ୟବସାୟ ସହ ଜଡ଼ିତ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ପ୍ରକୃତରେ, ରତନ...

Post Office Scheme: ମାତ୍ର ୧୦୦୦ଟଙ୍କା ନିବେଶ କଲେ ମାସକୁ ମିଳିବ ୨୫ହଜାର ଟଙ୍କା, ଏହି ସ୍କିମ୍‌ କରିବ ମାଲାମାଲ୍‌

ଆପଣ ପ୍ରତି ମାସରେ ୨୫ହଜାର ଟଙ୍କା ରୋଜଗାର କରିବାକୁ ଚାହୁଁଛନ୍ତି କି? ଡାକ ବିଭାଗର ଏହି ଦମଦାର ଯୋଜନା ଆପଣଙ୍କ ପାଇଁ ଲାଭଦାୟକ ପ୍ରମାଣିତ ହୋଇପାରେ।...

ମିଡିଲକ୍ଲାସଙ୍କ ବଲ୍ଲେ ବଲ୍ଲେ! ଆୟକର ଛାଡ ପରେ ବଡ଼ ଘୋଷଣା, ଏବେ ସହଜ ହେବ…

ନୂଆଦିଲ୍ଲୀ,୭।୨: ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର ସଞ୍ଜୟ ମାଲହୋତ୍ରା ଆଜି ମୁଦ୍ରା କମିଟି ବୈଠକରେ ରେପୋ ହାରରେ ୨୫ ବେସିସ ପଏଣ୍ଟ କିମ୍ବା 0.୨୫ ପ୍ରତିଶତ...

ମୁଦ୍ରା ନୀତିରେ RBIର ବଡ଼ ଘୋଷଣା, ୫ ବର୍ଷ ପରେ ରେପୋ ହାର ହ୍ରାସ

ମୁମ୍ବାଇ,୭ା୨: ଅର୍ଥନୀତିକୁ ସୁଧାରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରି୬.୫ ପ୍ରତିଶତରୁ ୬.୨୫ ପ୍ରତିଶତ କରିଛି।...

ବାହାଘର ପୂର୍ବରୁ ବଡ଼ ନିଷ୍ପତ୍ତି ନେଲେ ଆଦାନୀଙ୍କ ପୁଅ: ପ୍ରତିବର୍ଷ କରିବେ …

ନୂଆଦିଲ୍ଲୀ,୬।୨:ଭାରତର ପ୍ରତିଷ୍ଠିତ ବ୍ୟବସାୟୀ ଗୌତମ ଆଦାନୀଙ୍କ ସାନ ପୁଅ ଜିତ ଆଦାନୀ ଆସନ୍ତାକାଲି ବିବାହ ବନ୍ଧନରେ ଆବଦ୍ଧ ହେବେ। ସେ ତାଙ୍କ ବିବାହ ପୂର୍ବରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri