Posted inଖେଳ

ଏଫ୍‌ଆଇଏଚ୍‌ ପୁରସ୍କାର ଉପରେ ଭାରତୀୟ ହକି ଟିମ୍‌ର କବ୍ଜା

ନୂଆଦିଲ୍ଲୀ,୬।୧୦: ଟୋକିଓ ଅଲିମ୍ପିକ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତୀୟ ହକି ଟିମ୍‌। ଏବେ ଅନ୍ତର୍ଜାତୀୟ ହକି ଫେଡେରେଶନ୍‌(ଏଫ୍‌ଆଇଏଚ୍‌) ଷ୍ଟାର ପୁରସ୍କାରରେ ଭାରତୀୟ ଖେଳାଳି ଏବଂ କୋଚ୍‌ ମୋଟ ୮ ପୁରସ୍କାର ଉପରେ କବ୍ଜା କରିଛନ୍ତି। ପ୍ଲେୟାର ଅଫ୍‌ ଦ ଇୟର, ଗୋଲ୍‌ କିପର ଅଫ୍‌ ଦ ଇୟର, ରାଇଜିଂ ଷ୍ଟାର ଅଫ୍‌ ଦ ଇୟର୍‌ ବ୍ୟତିତ କୋଚ୍‌ ଅଫ୍‌ ଦ ଇୟର ପୁରସ୍କାର ମଧ୍ୟ ନାଁରେ ଭାରତ କରିଛି। ଏହାକୁ ଦେଖିଲେ ଭାରତ ଏଫ୍‌ଆଇଏଚ୍‌ ପୁରସ୍କାରକୁ କ୍ଲିନ ସୁଇପ୍‌ କରିନେଇଥିବା ସ୍ପଷ୍ଟ ହୋଇଛି।

ଭାରତୀୟ ହକି ଟିମର ଷ୍ଟାର୍‌ ଡ୍ରାଗ୍‌ ଫ୍ଲିକର୍‌ ଗୁରଜିତ କୌର ଓ ହରମନପ୍ରୀତ ସିଂହ ଯଥାକ୍ରମେ ବର୍ଷର ଶ୍ରେଷ୍ଠ ପୁରୁଷ ଖେଳାଳି ପୁରସ୍କାର ଜିତିଛନ୍ତି। ସେହିପରି ପିଆର୍‌ ଶ୍ରୀଜେଶ ଓ ସବିତା ପୁନିଆ ଯଥାକ୍ରମେ ପୁରୁଷ ଓ ମହିଳା ଗୋଲକିପର ଅଫ୍‌ ଦି ଇୟର୍‌ ପୁରସ୍କାର ହାସଲ କରିଛନ୍ତି। ବିବେକ ପ୍ରସାଦ ଓ ଶର୍ମିଲା ଦେବୀ ଶ୍ରେଷ୍ଠ ରାଇଜିଂ ଷ୍ଟାର୍‌ ପୁରସ୍କାର ପ୍ରାପ୍ତ କରିଛନ୍ତି। ଅନ୍ୟପକ୍ଷରେ ଗ୍ରାହାମ୍‌ ରିଡ୍‌ ଓ ସୋଏର୍ଡ ମାରିନ୍‌ ଉଭୟ ପୁରୁଷ ଓ ମହିଳା କୋଚ ପୁରସ୍କାର ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri