ଆରବିଆଇର ବଡ଼ କାର୍ଯ୍ୟାନୁଷ୍ଠାନ: ଏହି ଦୁଇ ବ୍ୟାଙ୍କ ଉପରେ ଲଗାଇଲା ଜୋରିମାନା, ଜାଣନ୍ତୁ ସାଧାରଣ ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ, ୧୭।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ମଙ୍ଗଳବାର ଘରୋଇ କ୍ଷେତ୍ରର ଦୁଇ ପ୍ରମୁଖ ଆଇସିଆଇସିଆଇ ବ୍ୟାଙ୍କ ଏବଂ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ ମୋଟା ଅଙ୍କର ଜୋରିମାନା ଲଗାଇଛନ୍ତି। ଆରବିଆଇ ଉଭୟ ବ୍ୟାଙ୍କ ଉପରେ ଯଥାକ୍ରମେ ୧୨.୧୯ କୋଟି ଟଙ୍କା ଏବଂ ୩.୯୫ କୋଟି ଟଙ୍କା ଜୋରିମାନା ଲଗାଇଛନ୍ତି।

ଆରବିଆଇ ଜୋରିମାନା ଲଗାଇ କହିଛି ଯେ, ଏହି ଦୁଇ ବ୍ୟାଙ୍କ ରେଗୁଲେଟରି ନିୟମର ଅନୁପାଳନ କରି ନଥିବାରୁ ଜୋରିମାନା ଲଗାଯାଇଛି। ଋଣ ଏବଂ ଅଗ୍ରିମ ସହିତ ଜଡିତ ନିୟମ ଏବଂ ଠକାମୀ, ଏବଂ ବ୍ୟାଙ୍କ ପକ୍ଷରୁ ସୂଚନା ପ୍ରଦାନକାରୀ ନିୟମ ଉଲଂଘନ କରିଥିବା ଅଭିଯୋଗ ମିଳିବା ପରେ ଆଇସିଆଇସିଆଇ ବ୍ୟାଙ୍କ ଉପରେ ୧୨.୧୯ କୋଟି ଟଙ୍କାର ଜୋରିମାନା ଲାଗୁ କରାଯାଇଛି।

ସେହିପରି କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଏହାର ଆର୍ଥିକ ସେବା ସହିତ ଜଡିତ ବାର୍ଷିକ ସମୀକ୍ଷାରେ ବିଭିନ୍ନ ତଥ୍ୟ ଦେବାରେ ବିଫଳ ହୋଇଥିଲା। ଏହା ସହିତ ବ୍ୟାଙ୍କ ଏହା ମଧ୍ୟ ସୁଣିଛିତ କରିବାରେ ବିଫଳ ହୋଇଥିଲା ଯେ ସନ୍ଧ୍ୟା ୭ଟା ପରେ ଏବଂ ୭ଟା ପୂର୍ବରୁ ଗ୍ରାହକମାନଙ୍କୁ ସମ୍ପର୍କ କରାଯାଉ ନଥିଲା । ସେହିପରି ଋଣ ଗୁଡିକ ଫୋର୍ସକ୍ଲୋଜର ଉପରେ କୌଣସି ଚାର୍ଜ ନଥିଲେ ମଧ୍ୟ ବ୍ୟାଙ୍କ ଏହି ଚାର୍ଜ ଲଗାଉଥିଲା। ତେଣୁ କରି ଏହି ସମସ୍ତ ନିୟମ ଉଲଂଘନ କାରଣରୁ ଏହି ଦୁଇ ବ୍ୟାଙ୍କ ଉପରେ ଆରବିଆଇ ଜୋରିମାନା ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri