ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ

ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଭାରତରେ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୯୫ କୋଟି ଟପିଛି।

ଭାରତର ମୋଟ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ମଧ୍ୟରୁ ୫୭ ପ୍ରତିଶତ ଅର୍ଥାତ୍ ପ୍ରାୟ ୫୪୮ ମିଲିୟନ୍ ବ୍ୟବହାରକାରୀ ଗ୍ରାମାଞ୍ଚଳର ଅଟନ୍ତି। ତେବେ ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ପ୍ରାୟ ୪ ଗୁଣ ଅଧିକ ବେଗରେ ବଢ଼ୁଛି।

ରିପୋର୍ଟ ଅନୁସାରେ ଭାରତରେ କୃତ୍ରିମ ବୁଦ୍ଧିମତା ବା AI ର ବ୍ୟବହାର ବହୁଳ ଭାବେ ବୃଦ୍ଧି ପାଇଛି। ପ୍ରାୟ ୪୪ ପ୍ରତିଶତ ବ୍ୟବହାରକାରୀ ଭଏସ୍ ସର୍ଚ୍ଚ, ଚାଟ୍‌ବଟ୍ ଏବଂ AI ଫିଲ୍ଟର ଭଳି ସୁବିଧା ବ୍ୟବହାର କରୁଛନ୍ତି।

୧୫ ରୁ ୨୪ ବର୍ଷ ବୟସ୍କ ଯୁବପିଢ଼ିଙ୍କ ମଧ୍ୟରେ AI ବ୍ୟବହାର ସର୍ବାଧିକ (୫୭%) ରହିଛି। ତେବେ ୫୮୮ ମିଲିୟନ୍ (୬୧%) ବ୍ୟବହାରକାରୀ ସର୍ଟ-ଭିଡିଓ ଦେଖିବାକୁ ପସନ୍ଦ କରୁଛନ୍ତି।

ସହରାଞ୍ଚଳର ପ୍ରାୟ ୫୬% ବ୍ୟବହାରକାରୀ (୨୩୦ ମିଲିୟନ୍) ଗତ ବର୍ଷ ଅନଲାଇନ୍ ସପିଂ କରିଛନ୍ତି। ଯେଉଁଥିରେ କ୍ଵିକ୍ କମର୍ସର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ସେହିପରି ମଲ୍ଟି-ଡିଭାଇସ୍ ବ୍ୟବହାର କରୁଥିବା ଲୋକଙ୍କ ସଂଖ୍ୟା ୧୯୩ ମିଲିୟନକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?