ନୂଆଦିଲ୍ଲୀ, ୨୭ା୬ (ପି.ଟି.): କିରଗିଜସ୍ତାନରେ ଅନୁଷ୍ଠିତ ବିଶ୍ୱ ପାଓ୍ବାର ଲିଫ୍ଟିଂ ଚାମ୍ପିୟନଶିପ୍ରେ ଭାରତର କାଶା ନିଆ ସଚଦେବ ଓ ନୋଆ ସାରା ଇଆପେନ୍ ବିଶ୍ୱ ରେକର୍ଡ ଭଙ୍ଗ କରିଛନ୍ତି। ୧୫ ବର୍ଷୀୟା କାଶା ଟିନ୍-୧ ୭୫କେଜିରୁ କମ୍ କାଟେଗୋରିରେ ବିଶ୍ୱ ରେକର୍ଡ କରିଛନ୍ତି। ସେ ଫୁଲ୍ ପାଓ୍ବାର ଲିଫ୍ଟିଂ ଇଭେଣ୍ଟରେ ୧୯୮.୫ କେଜି (ସ୍କ୍ବାଟ-୮୦କେଜି, ବେଞ୍ଚ-୩୩.୫ କେଜି ଓ ଡେଡ୍ ଲିଫ୍ଟ-୮୫କେଜି) ଉତ୍ତୋଳନ କରିଥିଲେ। ୧୩ ବର୍ଷୀୟ ନୋଆ ଟିନ୍-୧ ମହିଳା ୬୦ କେଜିରୁ କମ୍ ଓଜନ ବର୍ଗରେ ସ୍ବର୍ଣ୍ଣ ସହ ବିଶ୍ୱ ରେକର୍ଡ କରିଛନ୍ତି। ଫୁଲ୍ ପାଓ୍ବାର ଲିଫ୍ଟିଂ ଇଭେଣ୍ଟରେ ସେ ୨୦୧ କେଜି (ସ୍କ୍ବାଟ-୭୦କେଜି, ବେଞ୍ଚ୍-୪୧.୫ କେଜି ଓ ଡେଡ୍ଲିଫ୍ଟ -୯୮.୫ କେଜି) ଉତ୍ତୋଳନ କରିଥିଲେ।
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି
ଆଡିଲେଡ୍,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍ ଫାଷ୍ଟ ବୋଲର ବ୍ରେଟ୍ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ କରାଯାଇଛି। ଘାତକ ପେସ୍ ସାଙ୍ଗକୁ ଆଦର୍ଶ...
Archives


