ନୂଆଦିଲ୍ଲୀ, ୨୭ା୬ (ପି.ଟି.): କିରଗିଜସ୍ତାନରେ ଅନୁଷ୍ଠିତ ବିଶ୍ୱ ପାଓ୍ବାର ଲିଫ୍ଟିଂ ଚାମ୍ପିୟନଶିପ୍ରେ ଭାରତର କାଶା ନିଆ ସଚଦେବ ଓ ନୋଆ ସାରା ଇଆପେନ୍ ବିଶ୍ୱ ରେକର୍ଡ ଭଙ୍ଗ କରିଛନ୍ତି। ୧୫ ବର୍ଷୀୟା କାଶା ଟିନ୍-୧ ୭୫କେଜିରୁ କମ୍ କାଟେଗୋରିରେ ବିଶ୍ୱ ରେକର୍ଡ କରିଛନ୍ତି। ସେ ଫୁଲ୍ ପାଓ୍ବାର ଲିଫ୍ଟିଂ ଇଭେଣ୍ଟରେ ୧୯୮.୫ କେଜି (ସ୍କ୍ବାଟ-୮୦କେଜି, ବେଞ୍ଚ-୩୩.୫ କେଜି ଓ ଡେଡ୍ ଲିଫ୍ଟ-୮୫କେଜି) ଉତ୍ତୋଳନ କରିଥିଲେ। ୧୩ ବର୍ଷୀୟ ନୋଆ ଟିନ୍-୧ ମହିଳା ୬୦ କେଜିରୁ କମ୍ ଓଜନ ବର୍ଗରେ ସ୍ବର୍ଣ୍ଣ ସହ ବିଶ୍ୱ ରେକର୍ଡ କରିଛନ୍ତି। ଫୁଲ୍ ପାଓ୍ବାର ଲିଫ୍ଟିଂ ଇଭେଣ୍ଟରେ ସେ ୨୦୧ କେଜି (ସ୍କ୍ବାଟ-୭୦କେଜି, ବେଞ୍ଚ୍-୪୧.୫ କେଜି ଓ ଡେଡ୍ଲିଫ୍ଟ -୯୮.୫ କେଜି) ଉତ୍ତୋଳନ କରିଥିଲେ।
ନ୍ୟୁଜିଲାଣ୍ଡରେ ଗୌତମ ଗମ୍ଭୀରଙ୍କ ‘ବୁଲେଟପ୍ରୁଫ’ ପ୍ଲାନ୍ ସଫଳ: ସମାଲୋଚକଙ୍କୁ କଡ଼ା ଜବାବ
ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍ରେ ଭାରତୀୟ ଦଳର ଯୁବ ପେସ ବୋଲରଙ୍କ ଦମ୍ଦାର ପ୍ରଦର୍ଶନ ଏବେ ଚର୍ଚ୍ଚାରେ। ଟିମ ମ୍ୟାନେଜମେଣ୍ଟର ନୂଆ ରଣନୀତି ଯୋଗୁ ଅଭିଜ୍ଞ…
କଣ୍ଟାମାଳ ବିଡିଓ ନିଲମ୍ବିତ
କଣ୍ଟାମାଳ,୭ା୧୧: ବୌଦ୍ଧ ଜିଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ…
୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ
ମୁମ୍ବାଇ,୭ା୧୧: ବୈଶ୍ୱିକ ସ୍ତରରେ ପୁଞ୍ଜିବଜାରର ମାନ୍ଦାବସ୍ଥା ସତ୍ତ୍ୱେ ଭାରତୀୟ ଶେୟାର ବଜାରର ସାମ୍ପ୍ରତିକ ସ୍ଥିତି ଉତ୍ତମ ରହିଛି। ଚଳିତ ସପ୍ତାହରେ ଉଭୟ ବିଏସ୍ଇ ସେନ୍ସେକ୍ସ ଏବଂ ନ୍ୟାଶନାଲ…
ନ୍ୟୁଜିଲାଣ୍ଡରେ ଧମାକା କଲେ ଯଶସ୍ବୀ ଜୟସ୍ବାଲ: ଲଗାତାର ଦ୍ୱିତୀୟ ଶତକ ମାରି ଫର୍ମକୁ ଫେରିଲେ ଷ୍ଟାର ଓପନର୍
ନୂଆଦିଲ୍ଲୀ,୭।୧୧:ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନର ଯଶସ୍ବୀ ଜୟସ୍ବାଲଙ୍କ ବ୍ୟାଟ୍ରୁ ଦେଖିବାକୁ ମିଳିଛି ଦମ୍ଦାର ଶତକ। ଲଗାତାର ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ଶତକ…
ନଭେମ୍ବର ୬ରେ କାହିଁକି ଟେଷ୍ଟକୁ ଅଲବିଦା କହିଲେ ଶାମି? ରହିଛି ବଡ଼ କନେକ୍ସନ, ଜାଣନ୍ତୁ କ’ଣ…
ନୂଆଦିଲ୍ଲୀ,୭।୧୧: ଟିମ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ମହମ୍ମଦ ଶାମି ୬ ନଭେମ୍ବର ୨୦୨୬ରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏହା ସହ ତାଙ୍କର…
ଟେଷ୍ଟ କ୍ରିକେଟକୁ ଅଲବିଦା କହିଲେ ଶାମି, ଏବେ ଆଇପିଏଲ ଖେଳିବେ ନା ନାହିଁ , କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୭।୧୧: ୬ ନଭେମ୍ବର ୨୦୨୬ରେ ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରି ସେ ନିଜ…
ଶୌଚ ପାଇଁ ନାଳକୁ ଯାଇଥିଲେ ଖଗେଶ୍ୱର, ହଠାତ୍ ଆକ୍ରମଣ କଲା ଦନ୍ତା ହାତୀ: ଆଉ ତା’ପରେ…
ସମ୍ବଲପୁର,୭।୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲି ଯୁଯୋମୁରା ଥାନା ଅନ୍ତର୍ଗତ କଂସର ପଞ୍ଚାୟତର ବୁଢ଼ିଆକଟା ଗ୍ରାମରେ ସକାଳୁ ସକାଳୁ ଏକ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି।…
କଳିଙ୍ଗା ଘାଟି ରାସ୍ତା ଖୋଲିଲା: ଯାନବାହନ ଚଳାଚଳ ସ୍ବାଭାବିକ
ଭଞ୍ଜନଗର,୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବାରମ୍ବାର ଭୂସ୍ଖଳନ ଯୋଗୁ ରାସ୍ତା ବନ୍ଦ ରହିଥିବାରୁ ଏହା କେବେ ଖୋଲିବ, ସେନେଇ…

