Posted inଖେଳ

ଏସିଆ କପ୍‌ରେ ଆଜି ଭାରତର ଶେଷ ମ୍ୟାଚ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ

ଦୁବାଇ,୮।୯: ୟୁଏଇରେ ଚାଲିଥିବା ଏସିଆ କପ ୨୦୨୨ରେ ଆଜି ଭାରତ ଏବଂ ଆଫଗାନିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ଏସିଆ କପ ଫାଇନାଲ ଦୌଡ଼ରୁ ବାଦ୍‌ ପଡିଛନ୍ତି। ଏହି ମ୍ୟାଚ ଉଭୟ ଦଳ ପାଇଁ ଟୁର୍ନାମେଣ୍ଟର ଶେଷ ମ୍ୟାଚ ହୋଇଥିବାରୁ ବିଜୟ ସହିତ ଗସ୍ତ ଶେଷ କରିବାକୁ ଚାହିଁବେ। ସୁପର-୪ ରାଉଣ୍ଡରେ ଭାରତ ଏବଂ ଆଫଗାନିସ୍ତାନ ପାକିସ୍ତାନ ଏବଂ ଶ୍ରୀଲଙ୍କା ପରାସ୍ତ ହୋଇଛନ୍ତି। ଆଫଗାନିସ୍ତାନ ଏବଂ ଭାରତ ମଧ୍ୟରେ ଏପର୍ଯ୍ୟନ୍ତ ତିନୋଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ହୋଇଛି।
ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ରେ ଟସ ଭାରତୀୟ ସମୟ ସା ୭ଟା ସମୟରେ ଅନୁଷ୍ଠିତ ହେବ। ମ୍ୟାଚ୍‌ ସା ୭.୩୦ରୁ ଆରମ୍ଭ ହେବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କର ଏସିଆ କପ ପ୍ରସାରଣ କରିବାର ଅଧିକାର ଅଛି। ଏହି ମ୍ୟାଚ ଷ୍ଟାର୍‌ ସ୍ପୋର୍ଟସ ୧, ଷ୍ଟାର୍‌ ସ୍ପୋର୍ଟସ ୩, ଷ୍ଟାର୍‌ ସ୍ପୋର୍ଟସ ସିଲେକ୍ଟ ଏଚ୍‌ଡିରେ ଦେଖିପାରିବେ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜନି ପ୍ଲସ ହଟଷ୍ଟାର୍‌ ଆପରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri