Posted inଖେଳ

ଏସିଆ କପ୍‌ରେ ଆଜି ଭାରତର ଶେଷ ମ୍ୟାଚ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ

ଦୁବାଇ,୮।୯: ୟୁଏଇରେ ଚାଲିଥିବା ଏସିଆ କପ ୨୦୨୨ରେ ଆଜି ଭାରତ ଏବଂ ଆଫଗାନିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ଏସିଆ କପ ଫାଇନାଲ ଦୌଡ଼ରୁ ବାଦ୍‌ ପଡିଛନ୍ତି। ଏହି ମ୍ୟାଚ ଉଭୟ ଦଳ ପାଇଁ ଟୁର୍ନାମେଣ୍ଟର ଶେଷ ମ୍ୟାଚ ହୋଇଥିବାରୁ ବିଜୟ ସହିତ ଗସ୍ତ ଶେଷ କରିବାକୁ ଚାହିଁବେ। ସୁପର-୪ ରାଉଣ୍ଡରେ ଭାରତ ଏବଂ ଆଫଗାନିସ୍ତାନ ପାକିସ୍ତାନ ଏବଂ ଶ୍ରୀଲଙ୍କା ପରାସ୍ତ ହୋଇଛନ୍ତି। ଆଫଗାନିସ୍ତାନ ଏବଂ ଭାରତ ମଧ୍ୟରେ ଏପର୍ଯ୍ୟନ୍ତ ତିନୋଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ହୋଇଛି।
ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ରେ ଟସ ଭାରତୀୟ ସମୟ ସା ୭ଟା ସମୟରେ ଅନୁଷ୍ଠିତ ହେବ। ମ୍ୟାଚ୍‌ ସା ୭.୩୦ରୁ ଆରମ୍ଭ ହେବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କର ଏସିଆ କପ ପ୍ରସାରଣ କରିବାର ଅଧିକାର ଅଛି। ଏହି ମ୍ୟାଚ ଷ୍ଟାର୍‌ ସ୍ପୋର୍ଟସ ୧, ଷ୍ଟାର୍‌ ସ୍ପୋର୍ଟସ ୩, ଷ୍ଟାର୍‌ ସ୍ପୋର୍ଟସ ସିଲେକ୍ଟ ଏଚ୍‌ଡିରେ ଦେଖିପାରିବେ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜନି ପ୍ଲସ ହଟଷ୍ଟାର୍‌ ଆପରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri