୧୭ ଦେଶରେ ଭାରତର ମ୍ୟୁଟାଣ୍ଟ

ଓ୍ବାଶିଂଟନ, ୨୯।୪(ଆଇଏଏନ୍‌ଏସ୍‌): ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା ଡବଲ ମ୍ୟୁଟାଣ୍ଟ କୋଭିଡ୍‌ ଭୂତାଣୁ ବି୧୬୧୭ ଅନୂ୍ୟନ ୧୭ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କହିଛି। ଏପ୍ରିଲ ୨୭ ସୁଦ୍ଧା ବି୧୬୧୭ ଭାରିଆଣ୍ଟ ୧,୨୦୦ରୁ ଊର୍ଦ୍ଧ୍ୱ ସିକ୍ୱେନ୍ସରେ ଚିହ୍ନଟ ହୋଇଛି। ଅଧିକାଂଶ ସିକ୍ୱେନ୍ସ ଭାରତ, ବ୍ରିଟେନ, ଆମେରିକା ଓ ସିଙ୍ଗାପୁରରୁ ଜିଆଇଏସ୍‌ଏଆଇଡ୍‌ (ଗ୍ଲୋବାଲ ଇନିସିଏଟିଭ୍‌ ହନ୍‌ ଶେୟାରିଂ ଆଭିଏଶନ ଇନ୍‌ଫ୍‌ଲୁଏଞ୍ଜା ଡାଟା) ଡାଟାବେସ୍‌ରେ ଅପଲୋଡ୍‌ ହୋଇଛି।
ନୂଆ କୋଭିଡ୍‌ ମାମଲା କ୍ରମାଗତ ଭାବେ ୯ ସପ୍ତାହ ହେଲା ବଢ଼ିଚାଲିଛି। ଗତ ସପ୍ତାହରେ ପାଖାପାଖି ୫୭ ଲକ୍ଷ ନୂଆ ମାମଲା ଚିହ୍ନଟ ହୋଇଥିବାବେଳେ ସେଥିରୁ ଭାରତରେ ୩୮ ପ୍ରତିଶତ। ବି୧୬୧୭ ଭାରିଆଣ୍ଟ ଭାରତରେ ପ୍ରଥମେ ଗତବର୍ଷ ଡିସେମ୍ବର ୧ରେ ଚିହ୍ନଟ ହୋଇଥିଲା। ଏଥିରେ ଦୁଇଟି ଭାରିଆଣ୍ଟ ଇ୪୮୪କ୍ୟୁ ଏବଂ ଏଲ୍‌୪୫୨ଆର୍‌ର ମ୍ୟୁଟେଶନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri