Posted inଖେଳ

ନୀରଜ ଆଣିଲେ ସ୍ବର୍ଣ୍ଣ

ଟୋକିଓ,୭।୮: ଇତିହାସ ରଚିଲେ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ଟୋକିଓ ଅଲିମ୍ପିକ୍ସର ଅନ୍ତିମ ଦିନ ଭାରତକୁ ମିଳିଛି ଏକମାତ୍ର ସ୍ବର୍ଣ୍ଣ ପଦକ। ଭାରତର ପ୍ରଥମ ଟ୍ରାକ ଓ ଫିଲ୍ଡ ଆଥ୍‌ଲେଟ୍‌ ଭାବେ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ୨୩ ବର୍ଷୀୟ ନୀରଜ ସର୍ବାଧିକ ୮୭.୫୮ ମିଟର ଦୂରତା ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଉଦ୍ୟମରେ ୮୭.୦୩ ମିଟର ହାସଲ କରିଥିବା ନୀରଜ ଦ୍ୱିତୀୟ ଉଦ୍ୟମରେ ସର୍ବାଧିକ ଦୂରତା ହାସଲ କରିଥିଲେ। ତୃତୀୟ ଉଦ୍ୟମ(୭୬.୭୯ ମିଟର)ରେ ବିଫଳ ହୋଇଥିଲେ ନୀରଜ। ଅଭିନବ ବିନ୍ଦ୍ରାଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ ଅଲିମ୍ପିକ୍ସର ବ୍ୟକ୍ତିଗତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ନୀରଜ।

ଏହି ପଦକ ସହ ଟୋକିଓ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୭ରେ ପହଞ୍ଚିଛି। ନୀରଜଙ୍କ ପୂର୍ବରୁ ବଜରଙ୍ଗ ପୁନିଆ ଆଣି ଦେଇଥିଲେ ବ୍ରୋଞ୍ଜ ପଦକ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri