Posted inଖେଳ

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ ତେରା ସାମ୍‌ନେ ହାଏ’ ଶୀର୍ଷକ ଗୀତଟିର ରଚନା କରିଛନ୍ତି ଓ ଗାଇଛନ୍ତି ମୋହିତ ଚୌହାନ। ଭାରତୀୟ ଅଲିମ୍ପିକ ଆସୋସିଏଶନ ଇଭେଣ୍ଟର ଆୟୋଜନ କରିଥିବାବେଳେ ଏଥିରେ ଏହାର ସଭାପତି, ସାଧାରଣ ସମ୍ପାଦକ, ଡେପୁଟି ଚିଫ୍‌ ଡି’ ମିଶନ, କ୍ରୀଡ଼ା ସଚିବ ଓ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପ୍ରମୁଖ ଯୋଗ ଦେଇଥିଲେ। ଗେମ୍ସ ଜୁଲାଇ ୨୩ରୁ ଆରମ୍ଭ ହେବ। ଏଥିରେ ଭାରତର ୧୦୦ରୁ ଅଧିକ ଆଥ୍‌ଲେଟ ଭାଗ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri