Posted inଖେଳ

ଭାରତର ବଢିଲା ଟେନ୍‌ସନ୍‌

ଅହମ୍ମଦାବାଦ, ୧୨।୩: ଅହମ୍ମଦାବାଦ ଟେଷ୍ଟର ଚତୁର୍ଥ ଦିନରେ ଭାରତୀୟ ଦଳ ପାଇଁ ଚିନ୍ତା ବଢିଛି। ଟିମ ଇଣ୍ଡିଆର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟର୍‌ ପିଠି ଯନ୍ତ୍ରଣା ଅନୁଭବ କରିଛନ୍ତି। ଏହି କାରଣରୁ ମ୍ୟାଚର ଚତୁର୍ଥ ଦିନରେ ସେ ନିଜ କ୍ରମରେ ବ୍ୟାଟିଂ କରିବାକୁ ଆସିନାହାନ୍ତି। ଭାରତର ଚତୁର୍ଥ ଉଇକେଟର ପତନ ପରେ ଶ୍ରୀକର ଭାରତ ଶ୍ରେୟାସ ଆୟରଙ୍କ ସ୍ଥାନରେ ୬ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ। ମ୍ୟାଚ୍‌ର ତୃତୀୟ ଦିନରେ ପିଠି ଯନ୍ତ୍ରଣା ହୋଇଥିବା ଆୟର ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ସ୍କାନ ପାଇଁ ନିଆଯାଇଥିଲା। ଶ୍ରେୟାସ ବର୍ତ୍ତମାନ ବିସିସିଆଇ ଡାକ୍ତରୀ ଦଳର ତତ୍ତ୍ୱାବଧାନରେ ଅଛନ୍ତି।
ଆଘାତ ହେତୁ ଶ୍ରେୟସ ଆୟର ମଧ୍ୟ ଏହି ସିରିଜର ପ୍ରଥମ ମ୍ୟାଚ ଖେଳିପାରି ନ ଥିଲେ। ଏଭଳି ପରିସ୍ଥିତିରେ ନାଗପୁରରେ ଅନୁଷ୍ଠିତ ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଯାଦବଙ୍କୁ ତାଙ୍କ ସ୍ଥାନରେ ସୁଯୋଗ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା…

ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….

ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ…

ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍‌ଶାହା: ପୋଷ୍ଟ ଶେୟାର କରି କହିଲେ…

ରାପର୍‌ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି।…

୧ ସେପ୍ଟେମ୍ବରରୁ କେଉଁ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌, କାହା ଉପରେ ପଡିବ ସଙ୍କଟ: ଦେଖିନିଅନ୍ତୁ ୧୨ ରାଶିର…

ସେପ୍ଟେମ୍ବର ମାସର ପ୍ରଥମ ଦିନ ଅର୍ଥାତ୍‌ ୧ ସେପ୍ଟେମ୍ବର ୨୦୨୬ ଅନେକ ରାଶିଙ୍କ ପାଇଁ ନୂଆ ଆଶା, ସଫଳତା ଓ ଖୁସି ନେଇ ଆସିପାରେ। ଗ୍ରହ-ନକ୍ଷତ୍ରଙ୍କ ଚଳନର…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…

ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ

ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri